Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁରକ୍ଷାବଳର ବଡ ସଫଳତା: ମାଓ କ୍ୟାମ୍ପ ଧ୍ଵସ୍ତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ
ଆଜିର ଖବର

ସୁରକ୍ଷାବଳର ବଡ ସଫଳତା: ମାଓ କ୍ୟାମ୍ପ ଧ୍ଵସ୍ତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

January 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନକ୍ସଲ ମୁକ୍ତ ଭାରତ
ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

ଫୁଲବାଣୀ: ଆଜି ସୁରକ୍ଷାବଳକୁ ଏକ ବଡ ସଫଳତା ମିଳିଛି। ମାଓ କ୍ୟାମ୍ପକୁ ସୁରକ୍ଷାବଳ ଧ୍ଵସ୍ତ କରିବା ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛି।

ସୂଚନା ଯୋଗ୍ୟ ଯେ, ଚକାପଦା ଥାନା ଲେଙ୍ଗେରିମୁଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ମାଓବାଦୀ ସେମାନଙ୍କ ଉପରକୁ ଅତର୍କିତ ଭାବେ ଗ୍ରେନେଡ ଓ ଗୁଳି ଚଳାଇଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣ ପରେ ଘଟଣାସ୍ଥଳରୁ ମାଓବାଦୀ ଛତ୍ରଭଙ୍ଗ ଦେଇଥଲେ। ଏସଓଜି ଓ ଡିଭିଏଫର ମିଳିତ ଚଢାଉରେ ମାଓ କ୍ୟାମ୍ପକୁ ସୁରକ୍ଷାବଳ ଧ୍ଵସ୍ତ କରାଯାଇଛି। ଏହା ସହିତ ଘଟଣାସ୍ଥଳରୁ ମାଓ ସାମଗ୍ରୀ ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।

ଅସ୍ତ୍ରଶସ୍ତ୍ର ଜବତ ମାଓ କ୍ୟାମ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.