Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେତାଜୀଙ୍କ ୧୨୫ ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାରଙ୍କ ବଡ ଯୋଜନା, ଗଠନ ହେଲା ଉଚ୍ଚସ୍ତରୀୟ କମିଟ
ଆଜିର ଖବର

ନେତାଜୀଙ୍କ ୧୨୫ ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାରଙ୍କ ବଡ ଯୋଜନା, ଗଠନ ହେଲା ଉଚ୍ଚସ୍ତରୀୟ କମିଟ

January 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀକୁ ସ୍ମରଣୀୟ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି । ଏଥିପାଇଁ ଆଜି ଏକ ଗେଜେଟ ବିଜ୍ଞପ୍ତି ଜାରି କରାଯାଇଛି । ୨୦୨୧ ଜାନୁଆରୀ ୨୩ରୁ ଆରମ୍ଭ ହେବାକୁ ଯାଉଥିବା ଏକବର୍ଷ ବ୍ୟାପୀ ଉକ୍ତ ସ୍ମାରକୀ କାର‌୍ୟ୍ୟକ୍ରମ ବାବଦରେ ଏହି ଉଚ୍ଚସ୍ତରୀୟ କମିଟି ନିଷ୍ପତ୍ତି ଗ୍ରହଣ କରିବ ।

ବିଶିଷ୍ଟ ନାଗରିକ, ଐତିହାସିକ, ଲେଖକ, ବିଶେଷଜ୍ଞ, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପରିବାର ସଦସ୍ୟ ଏବଂ ଆଜାଦ ହିନ୍ଦ ଫୌଜ (ଆଇଏନଏ) ସହ ଜଡ଼ିତ ବିଶିଷ୍ଟ ବ୍ୟକ୍ତିମାନେ ଏହି କମିଟିର ସଦସ୍ୟ ରହିଛନ୍ତି । ଏହି କମିଟି ଦିଲ୍ଲୀ, କୋଲକାତା ଓ ନେତାଜୀ ଏବଂ ଆଜାଦ ହିନ୍ଦ ଫୌଜ ସହ ଜଡ଼ିତ ଅନ୍ୟ ସ୍ଥାନଗୁଡ଼ିକରେ, ଉଭୟ ଭାରତ ଏବଂ ବିଦେଶରେ ସ୍ମରଣୀୟ କାର‌୍ୟ୍ୟକ୍ରମ ପାଇଁ ମାର୍ଗଦର୍ଶନ କରିବ।

ଏହି କମିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆଉ 6ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହୋଇଛନ୍ତି। ସେହିପରି ଓଡିଶା ସାଂସଦ ଭର୍ତ୍ତୁହରି ମହତାବ ମଧ୍ୟ ଏହି କମିଟର ସଦସ୍ୟ ଅଛନ୍ତି।

କମିଟର ସମସ୍ତ ସଦସ୍ୟଙ୍କ ନାମ ଜାଣିବା ପାଇଁ ଏହା ଉପରେ କ୍ଲିକ କରନ୍ତୁ

ନେତାଜୀ ସୁଭାଷ ବୋଷ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.