Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛାତ୍ରୀଙ୍କୁ ଅସଦାଚରଣ: ବିଜେପିର ପୂର୍ବ ବିଧାୟକଙ୍କୁ ମାଡ, କାନ ଧରି କ୍ଷମା ମାଗିବା ଭିଡିଓ ଭାଇରାଲ
ଆଜିର ଖବର

ଛାତ୍ରୀଙ୍କୁ ଅସଦାଚରଣ: ବିଜେପିର ପୂର୍ବ ବିଧାୟକଙ୍କୁ ମାଡ, କାନ ଧରି କ୍ଷମା ମାଗିବା ଭିଡିଓ ଭାଇରାଲ

January 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ବାରଣାସୀରେ ଅସଦାଚରଣ ଅଭିଯୋଗରେ ବିଜେପିର ପୂର୍ବ ବିଧାୟକଙ୍କୁ ସ୍ଥାନୀୟ ଲୋକେ ମାଡ ମାରିଛନ୍ତି। ଏହା ସହିତ ବିଜେପିର ପୂର୍ବ ବିଧାୟକ କାନ ଧରି କ୍ଷମା ମଧ୍ୟ ମାଗିଛନ୍ତି। ଏହି ଘଟଣାର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି।

ସୂଚନା ଯୋଗ୍ୟ ଯେ, ବାରଣାସୀର ଚୌବେପୁର ଥାନା ଅନ୍ତର୍ଗତ ଭଗତୁଆ ଗାଁର ଏକ ଇଣ୍ଟର କଲେଜରେ ଜଣେ ଛାତ୍ରୀ ସେହି କଲେଜର ଅଧ୍ୟକ୍ଷ ତଥା ବିଜେପିର ପୂର୍ବ ବିଧାୟକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି।

ତାଙ୍କର ଅଭିଯୋଗ ଅନୁଯାୟୀ, କଲେଜର ଅଧ୍ୟକ୍ଷ ମାୟା ଶଙ୍କର ପାଠକ ତାଙ୍କୁ କାର୍ଯ୍ଯାଳୟକୁ ଡାକି ଅସଦାଚରଣ କରିଥିଲେ। ଏନେଇ ସେ ତାଙ୍କ ପରିବାର ଲୋକଙ୍କୁ ସୂଚନା ଦେଇଥିଲେ। ପରିବାର ଲୋକ ଉତକ୍ଷିପ୍ତ ହୋଇ ମାୟା ଶଙ୍କରଙ୍କୁ ମାଡ ମାରିବା ସହ ତାଙ୍କୁ କ୍ଷମା ମଗାଇଥିଲେ।

ଅସଦାଚରଣ ଅଭିଯୋଗ ଛାତ୍ରୀଙ୍କୁ ଅସଦାଚରଣ ବାରଣାସୀ ଭିଡିଓ ଭାଇରାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026
Latest News

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.