Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମେସେଜ ମାଧ୍ୟମରେ କେଉଁଠି ଏବଂ କେଉଁ ଦିନ ଟିକା ଦିଆଯିବ ସୂଚନା ମିଳିବ: ଡାକ୍ତର ପଣ୍ଡା
ଆଜିର ଖବର

ମେସେଜ ମାଧ୍ୟମରେ କେଉଁଠି ଏବଂ କେଉଁ ଦିନ ଟିକା ଦିଆଯିବ ସୂଚନା ମିଳିବ: ଡାକ୍ତର ପଣ୍ଡା

January 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଟିକାକାରଣ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟରେ କେବଳ ସ୍ୱାସ୍ଥ୍ୟ କର୍ମୀମାନଙ୍କୁ ଟିକାକାରଣରେ ସାମିଲ କରାଯିବ। ହେଲେ ଟିକାକରଣ ବାଧ୍ୟତାମୂଳକ ନୁହେଁ। ସ୍ୱାସ୍ଥ୍ୟ କର୍ମୀଙ୍କ ପରିବାରକୁ ଏହି ପର୍ଯ୍ୟାୟରେ ସାମିଲ କରାଯାଇ ନାହିଁ। ଏନେଇ ଏସସିବି ମେଡିକାଲ ବିଭାଗର ମୁଖ୍ୟ ଡାକ୍ତର ଜୟନ୍ତ ପଣ୍ଡା ସ୍ପଷ୍ଟ କରିଛନ୍ତି। ଟିକା ସଂପୂର୍ଣ୍ଣ ନିରାପଦ ଏବଂ ଫଳପ୍ରଦ। ତେଣୁ ସମସ୍ତଙ୍କୁ ଟିକା ନେବା ଉଚିତ ବୋଲି ଡାକ୍ତର ପଣ୍ଡା କହିଛନ୍ତି। ପ୍ରଥମ ଟିକା ନେବାର ୨୮ ଦିନ ପରେ ଦ୍ଵିତୀୟ ଡୋଜ ନେବାକୁ ପଡିବ।

ତେବେ ଟିକା ପାଇଁ ପଞ୍ଜୀକରଣ ଜରୁରୀ। ପଞ୍ଜୀକରଣ କରିଥିବା ମୋବାଇଲ ନମ୍ବରକୁ ମେସେଜ ଆସିବ। କେଉଁଠି ଏବଂ କେଉଁ ଦିନ ଟିକା ଦିଆଯିବ ଏହି ମେସେଜ ମାଧ୍ୟମରେ ସୂଚନା ଦିଆଯିବ। ଟିକାକାରଣ ଦିନ ଆବଶ୍ୟକୀୟ ପରିଚୟପତ୍ର ଦେଖାଇ ଟିକାଦାନ କେନ୍ଦ୍ରରେ ଟିକା ନେଇପାରିବେ।

Odisha ଟିକାକାରଣ ପଞ୍ଜୀକରଣ ପ୍ରଥମ ପର୍ଯ୍ୟାୟ
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ବର ବର୍ଣ୍ଣସ୍ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର ଏକ ଦଶନ୍ଧିର ସଫଳ ଯାତ୍ରା

August 24, 2026

ଆଇନ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା “ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ”

August 24, 2026

ପୁରୀ ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ସେବାରେ ପରିବର୍ତ୍ତନ

August 24, 2026

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026
Latest News

ଏମ୍ସ ଭୁବନେଶ୍ବର ବର୍ଣ୍ଣସ୍ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର ଏକ ଦଶନ୍ଧିର ସଫଳ ଯାତ୍ରା

August 24, 2026

ଆଇନ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା “ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ”

August 24, 2026

ପୁରୀ ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ସେବାରେ ପରିବର୍ତ୍ତନ

August 24, 2026

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.