Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିରାଟ କୋହିଲିଙ୍କ ନୂତନ ଇନିଂସ ଆରମ୍ଭ: ଶିଶୁ କନ୍ୟାକୁ ଜନ୍ମଦେଲେ ପତ୍ନୀ ଅନୁଷ୍କା
ଆଜିର ଖବର

ବିରାଟ କୋହିଲିଙ୍କ ନୂତନ ଇନିଂସ ଆରମ୍ଭ: ଶିଶୁ କନ୍ୟାକୁ ଜନ୍ମଦେଲେ ପତ୍ନୀ ଅନୁଷ୍କା

January 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହିଲିଙ୍କ ନୂତନ ଇନିଂସ ଆରମ୍ଭ ହୋଇଛି। ଆଜି ସେ ବାପା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ପତ୍ନୀ ଅନୁଷ୍କା ଶର୍ମା ଅପରାହ୍ନରେ ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି। ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଅନୁଷ୍କା ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି। ବାପା ହେବା ପରେ ଖୁସିରେ ସାମାଜିକ ଗଣମାଧ୍ୟମରେ ଏନେଇ ବିରାଟ ସୂଚନା ଦେଇଛନ୍ତି। ତେବେ କୋହିଲିଙ୍କ ଏହି ସୂଚନା ପରେ ତାଙ୍କ ପ୍ରଶଂସକମାନେ ଶୁଭେଚ୍ଛା ଜଣାଇବା ଆରମ୍ଭ କରିଦେଇଛନ୍ତି।

ବିରାଟ କୋହିଲି ବ୍ରିଚ କ୍ୟାଣ୍ଡି ହସ୍ପିଟାଲ ମୁମ୍ବାଇ
Share. Facebook Twitter LinkedIn Email WhatsApp Copy Link

Related Posts

ଇଭି ଗ୍ରହଣ ଏବଂ ଉତ୍ପାଦନ ଗତିକୁ ବଜାୟ ରଖିବା ପାଇଁ ପିଏମ୍ ଇ-ଡ୍ରାଇଭ୍ ଯୋଜନାକୁ ପ୍ରୋତ୍ସାହନ

April 14, 2026

ନାରୀଶକ୍ତି ହିଁ ଗଣତନ୍ତ୍ରର ସୁରକ୍ଷା କବଚ

April 14, 2026

ଆଜି ପଣା ସଂକ୍ରାନ୍ତି ବା ବିଷୁବ ସଂକ୍ରାନ୍ତି: ଜାଣନ୍ତୁ ପୂଜା କରିବାର ବିଧି

April 14, 2026

ଆଜି ହେଉଛି ବିଷୁବ ସଂକ୍ରାନ୍ତି: ଏହିଦିନ ପାଞ୍ଚଟି ରାଶି ପାଇଁ ରହିଛି ଖୁସି ଖବର

April 14, 2026
Latest News

ଯୁବବର୍ଗଙ୍କ ଆର୍ଥିକ ସଚେତନତା ଓ ଦାୟିତ୍ୱବୋଧତା ସମୃଦ୍ଧ ଓଡ଼ିଶା ଗଠନର ମୂଳଦୂଆ ପକାଇବ: ମୁଖ୍ୟମନ୍ତ୍ରୀ

April 14, 2026

ଇଭି ଗ୍ରହଣ ଏବଂ ଉତ୍ପାଦନ ଗତିକୁ ବଜାୟ ରଖିବା ପାଇଁ ପିଏମ୍ ଇ-ଡ୍ରାଇଭ୍ ଯୋଜନାକୁ ପ୍ରୋତ୍ସାହନ

April 14, 2026

ବିଲ୍ ବକେୟା ଥିଲେ ମଧ୍ୟ ଗ୍ରୀଷ୍ମ ଋତୁରେ କଟିବନି ବିଦ୍ୟୁତ୍ ସଂଯୋଗ: ଉପମୁଖ୍ୟମନ୍ତ୍ରୀ

April 14, 2026

ନାରୀଶକ୍ତି ହିଁ ଗଣତନ୍ତ୍ରର ସୁରକ୍ଷା କବଚ

April 14, 2026

ଆଜି ପଣା ସଂକ୍ରାନ୍ତି ବା ବିଷୁବ ସଂକ୍ରାନ୍ତି: ଜାଣନ୍ତୁ ପୂଜା କରିବାର ବିଧି

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.