Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୃଷି ଆଇନକୁ ସ୍ଥଗିତ ରଖିଲେ ଉଚ୍ଚତମ ନ୍ୟାୟଳୟ: ଚାରି ସଦସ୍ୟ ବିଶିଷ୍ଟ କମିଟି କରିବ ଏହାର ସମାଧାନ
ଆଜିର ଖବର

କୃଷି ଆଇନକୁ ସ୍ଥଗିତ ରଖିଲେ ଉଚ୍ଚତମ ନ୍ୟାୟଳୟ: ଚାରି ସଦସ୍ୟ ବିଶିଷ୍ଟ କମିଟି କରିବ ଏହାର ସମାଧାନ

January 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁପ୍ରିମକୋର୍ଟ
ପଶ୍ଚିମବଙ୍ଗରେ SIR ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ, ପାରଦର୍ଶିତା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ: ଉଚ୍ଚତମ ନ୍ୟାୟଳୟ ପକ୍ଷରୁ ନୂତନ କୃଷି ଆଇନ ମାମଲାର  ଏକ ବଡ ରାୟ ଆସିଛି। ନୂତନ ତିନି କୃଷି ଆଇନକୁ ଉଚ୍ଚତମ ନ୍ୟାୟଳୟ ସ୍ଥଗିତ ରଖିଛନ୍ତି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ଆଇନ ସ୍ଥଗିତ ରହିବ। ବର୍ତ୍ତମାନ କେନ୍ଦ୍ର ସରକାର ଏହି ଆଇନକୁ ଲାଗୁ କରିପାରିବେ ନାହିଁ।

ଆଜିର ଶୁଣାଣିରେ ଉଚ୍ଚତମ ନ୍ୟାୟଳୟ ଏହି ମାମଲାର ସମାଧାନ ପାଇଁ ଏକ କମିଟି ଗଠନ କରିଛନ୍ତି। ଏହି କମିଟିରେ ଚାରି ଜଣ ସଦସ୍ୟ ରହିବେ। ସେମାନଙ୍କ ନାମ ମଧ୍ୟ ଉଚ୍ଚତମ ନ୍ୟାୟଳୟ ଘୋଷଣା କରିଛନ୍ତି। ସେମାନେ ହେଲେ ଭାରତୀୟ କିଷାନ ଯୁନିଅନର ଜିତେନ୍ଦ୍ର ସିଂହ ମାନ, ଡ. ପ୍ରମୋଦ କୁମାର ଯୋଶୀ, କୃଷି ବିଶେଷଜ୍ଞ ଅଶୋକ ଗୁଲାଟି ଏବଂ ଅନିଲ ଶେତକାରୀ।

ଉଚ୍ଚତମ ନ୍ୟାୟଳୟ କୃଷି ଆଇନ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.