Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାହାଙ୍ଗା ଡବଲ ମର୍ଡର ଘଟଣା ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କୁ କହିଛି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ମାହାଙ୍ଗା ଡବଲ ମର୍ଡର ଘଟଣା ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କୁ କହିଛି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

January 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ମାହାଙ୍ଗା ଡବଲ ମର୍ଡର ଘଟଣା ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କୁ କହିଛି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ମାହାଙ୍ଗା, ଡବଲ ମର୍ଡର ଘଟଣା ସଂପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ସାହାଙ୍କୁ ଅବଗତ କରାଯାଇଛି। ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମାହାଙ୍ଗାର କୁଳମଣି ବରାଳ ଏବଂ ଦିବ୍ୟସିଂହ ବରାଳଙ୍କ ଶ୍ରଦ୍ଧାଞ୍ଜଳୀ ସଭାରେ ଯୋଗଦେଇ ସେ ଏହା କହିଛନ୍ତି। ଧର୍ମେନ୍ଦ୍ର କହିଛନ୍ତି ଯେ, ରାଜନୀତିକ ଆକ୍ରୋଶରୁ ଏହି ହତ୍ୟାକାଣ୍ତ ହୋଇଛି। ସ୍ଥାନୀୟ ବିଧାୟକଙ୍କ ଏହି ଘଟଣା ପଛରେ ହାତ ରହିଛି। ମାହାଙ୍ଗାକୁ ଏବେ ଦୁର୍ନୀତିର ପ୍ରୟୋଗଶାଳା କରିବାକୁ ଉଦ୍ୟମ କରାଯାଉଛି। ସେଥିପାଇଁ ଏହି ଦୁଇଜଣଙ୍କୁ ହତ୍ୟା କରାଗଲା ବୋଲି ଧର୍ମେନ୍ଦ୍ର କହିଛନ୍ତି।

 

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.