Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୧ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୧ ଜଣ କରୋନା ଆକ୍ରାନ୍ତ

January 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୩୪, ସୁନ୍ଦରଗଡରୁ ୨୬, ସମ୍ବଲପୁରରୁ ୧୬, ବଲାଙ୍ଗୀରିରୁ ୧୪, ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୧୦, କେନ୍ଦ୍ରାପଡ଼ାରୁ ୯, ବରଗଡରୁ ୮, କଟକରୁ ୬, ପୁରୀରୁ ୬, କେନ୍ଦୁଝରରୁ ୫, ମୟୂରଭଞ୍ଜରୁ ୫, ଦେବଗଡରୁ ୪, ଜଗତସିଂହପୁରରୁ ୪, ଝାରସୁଗୁଡ଼ାରୁ ୪, ବାଲେଶ୍ବରରୁ ୩, ଗଜପତିରୁ ୩, କଳାହାଣ୍ଡିରୁ ୩, ବୌଦ୍ଧରୁ ୨, ନୂଆପଡାରୁ ୨, ଗଞ୍ଜାମରୁ ୧, ମାଲକାନାଗିରିରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୪୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୩୧ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୩୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.