Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୯୪୬ ନୂଆ କରୋନା ପଜିଟିଭ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୯୪୬ ନୂଆ କରୋନା ପଜିଟିଭ ଚିହ୍ନଟ

January 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୯୪୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୯୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫ ଲକ୍ଷ ୧୨ ହଜାର ୯୩ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୭୨୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୪୬ ହଜାର ୭୬୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୧୩ ହଜାର ୬୦୩ ଆକ୍ଟିଭ୍‌ କେସ୍ ରହିଛି।

india corona update recovered କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Latest News

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.