Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେପାଳରେ ଝଡତୋଫାନ : ୨୫ ମୃତ, ୪୦୦ ରୁ ଅଧିକ ଆହତ
ଆଜିର ଖବର

ନେପାଳରେ ଝଡତୋଫାନ : ୨୫ ମୃତ, ୪୦୦ ରୁ ଅଧିକ ଆହତ

April 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
25 killed in nepal storm
25 killed in nepal storm

ନେପାଳରେ ଭୟଙ୍କର ଝଡତୋଫାନ ହେବା ସହିତ ଅତିକମ୍‌ରେ ୨୫ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ୪୦୦ରୁ ଅଧିକ ଆହତ ହୋଇଛନ୍ତି। ନେପାଳର ଦୁଇ ଜିଲ୍ଲା ବାରା ଏବଂ ପାର୍ସାରେ ଭୟଙ୍କର ରୂପ ନଇଥିଲା ଏହି ଘୂର୍ଣ୍ଣିଝଡ। ୧୨୦ କିମି ବେଗରେ ପବନ ବହିବା ସହିତ ଭୟଙ୍କର ଝଡବର୍ଷାରେ  ବାରା ଜିଲ୍ଲାରେ ୨୩ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ପର୍ସା ଜିଲ୍ଲାରେ ୨ ଜଣ ମୃତାହତ ହୋଇଥିବା ନେଇ ସୂଚନା ଦେଇଛନ୍ତି  ଗୃହ ମନ୍ତ୍ରଣାଳୟ ମନ୍ତ୍ରୀ ପ୍ରେମ୍‌ କୁମାର ରାଏ ସୂଚନା ଦେଇଛନ୍ତି। ଆହତଙ୍କ ସଂଖ୍ୟା ୪୦୦ରୁ ଅଧିକ ରହିଥିବା ବେଳେ ଭୟଙ୍କର ବର୍ଷାଯୋଗୁଁ ମୃତ୍ୟୁ ସଂଖ୍ୟା ଆହୁରି ବଢିବାାର ସମ୍ଭାବନା ରହିଥିବା ଜଣାପଡିଛି। ପ୍ରଧାନମନ୍ତ୍ରୀ ଖଡ୍ଗ ପ୍ରସାଦ ଓଲି ଏହିଘଟଣା ନେଇ ଦୁଃଖ ପ୍ରକାଶ କରିବା ସହିତ ସୋସିଆଲ ମିଡିଆରେ ଏକ ବାର୍ତ୍ତା ଦେଇଛନ୍ତି। ଶ୍ରୀ ଓଲି କହିଛନ୍ତି ଯେ, ଝଡତୋଫାନରେ ନିହତ ବ୍ୟକ୍ତିଙ୍କ ନିମନ୍ତେ ମୁଁ ଗମୀର ଭାବରେ ଦୁଃଖିତ। ମୃତ ବ୍ୟକ୍ତିଙ୍କ ପରିବାରକୁ ମୁଁ ସମବେଦନା ଜଣାଇବା ସହିତ ଆସନ୍ତା ସମୟରେ ସବୁ ପ୍ରକାରର ସହାୟତା ଯୋଗାଇ ଦିଆଯିବ। ଆହତ ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଅନେକ ସ୍ଥାନରେ ବର୍ଷା ଯୋଗୁଁ  ରାସ୍ତା ବନ୍ଦ ହୋଇ ପଡିଛି। ସୂଚନା ଅନୁଯାୟୀ ଶହେରୁ ଅଧିକ ଘର ଏବଂ ଗାଡି ଏହି ଘଟଣାରେ ନଷ୍ଟ ହୋଇଛି।

nepal storm thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026
Latest News

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.