Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଳବାଇର ନୂଆ ନିଷ୍ପତି, ପୁରୀରୁ ଯୋଧପୁର ଏବଂ ଆଜମୀରକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
ଆଜିର ଖବର

ରେଳବାଇର ନୂଆ ନିଷ୍ପତି, ପୁରୀରୁ ଯୋଧପୁର ଏବଂ ଆଜମୀରକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍

January 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର,  ପୁରୀ ଏବଂ ଯୋଧପୁର ଏବଂ ପୁରୀ ଏବଂ ଆଜମୀର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଲାଇବାକୁ ରେଳବାଇ ନିଷ୍ପତ୍ତି ନିଆଯାଇଛି। ସେହି ଅନୁସାରେ ନିମ୍ନରେ ଥିବା ଟ୍ରେନଦ୍ବୟ ଏହି ସମୟ ମଧ୍ୟରେ ପୁରୀରୁ ଛାଡିବେ।

୦୧. ପୁରୀ-ଯୋଧପୁର-ପୁରୀ ବିଶେଷ ଟ୍ରେନ (୦୨୦୯୩/୦୨୦୯୪)

୦୨୦୯୩/୦୨୦୯୪ ପୁରୀ-ଯୋଧପୁର-ପୁରୀ ସ୍ୱତନ୍ତ୍ର ଟ୍ରେନ୍ ଜାନୁୟାରୀ ମାସ ୨୦ ତାରିଖ ଠାରୁ ପୁରୀରୁ ପ୍ରତ୍ୟେକ ବୁଧବାର ଦିନ ଅପରାହ୍ନ ୪ଘ.୦୫ମି. ଛାଡିବ ଏବଂ ଜାନୁୟାରୀ ମାସ ୨୩ ତାରିଖ ଠାରୁ ଯୋଧପୁରରୁ ପ୍ରତ୍ୟେକ ଶନିବାର ଦିନ ଅପରାହ୍ନ ୨ଘ.୧୫ମି.ରେ ପରବର୍ତ୍ତୀ ପରବର୍ତୀ ପରାମର୍ଶ ପର‌୍ୟ୍ୟନ୍ତ ଚଳାଚଳ କରିବ ଜ୍ଝ

ଏହି ଟ୍ରେନ୍ ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଖୋର୍ଦ୍ଧାରୋଡ୍, ଭୁବନେଶ୍ୱର, କଟକ, ଢେଙ୍କାନାଳ, ତାଳଚେର ରୋଡ୍, ଅନୁଗୁଳ, ରେଢ଼ାଖୋଲ, ସମ୍ବଲପୁର, ଝାରସୁଗୁଡା ରୋଡ଼ ଠାରେ ଏବଂ ରାୟଗଡ, ବିଲାସପୁର, ରାୟପୁର, ଦୁର୍ଗ, ରାଜନନ୍ଦଗାଓଁ, ନାଗପୁର, ଇଟାର୍ଷୀ, ହବିବଗଞ୍ଜ, ଭୋପାଳ, ଉଜ୍ଜଇନ, ଜୟପୁର ଇତ୍ୟାଦି ଷ୍ଟେସନ ଗୁଡିକ ସହିତ ଅନ୍ୟାନ ଗରୁତ୍ବପୁର୍ଣ୍ଣ ଷ୍ଟେସନ ମାନଙ୍କ ଠାରେ ଉଭୟ ଦିଗରୁ ପୁରୀ ଓ ଯୋଧପୁର ମଧ୍ୟରେ ରହଣି କରିବ।

୦୨. ପୁରୀ-ଆଜମୀର-ପୁରୀ ବିଶେଷ ଟ୍ରେନ (୦୨୦୩୭/୦୨୦୩୮)

୦୨୦୩୭/୦୨୦୩୮ ପୁରୀ-ଆଜମୀର-ପୁରୀ ସ୍ୱତନ୍ତ୍ର ଟ୍ରେନ୍ ଜାନୁୟାରୀ ମାସ ୨୧ ତାରିଖ ଠାରୁ ପୁରୀରୁ ପ୍ରତ୍ୟେକ ସୋମବାର ଏବଂ ଗୁରୁବାର ଦିନ ରାତ୍ରି ୧୧ଘ.୦୫ମି. ରେ ଛାଡିବ ଏବଂ ଜାନୁୟାରୀ ମାସ ୨୬ ତାରିଖ ଠାରୁ ଆଜମୀରରୁ ପ୍ରତ୍ୟେକ ମଙ୍ଗଳବାର ଏବଂ ଗୁରୁବାର ଦିନ ସନ୍ଧ୍ୟା ୬ଘ.୫୦ମି.ରେ ଛାଡି ପରବର୍ତ୍ତୀ ପରାମର୍ଶ ପର‌୍ୟ୍ୟନ୍ତ ଚଳାଚଳ କରିବ।

ଏହି ଟ୍ରେନ୍ ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଖୋର୍ଦ୍ଧାରୋଡ୍, ଭୁବନେଶ୍ୱର, ଢେଙ୍କାନାଳ, ବରଗଡ ରୋଡ୍, ବାଲାଙ୍ଗୀର, ଟିଟିଲାଗଡ, କାଣ୍ଟାବାଞ୍ଜୀ, ଖରିଆର୍ ରୋଡ୍ ଏବଂ ରାୟପୁର, ଦୁର୍ଗ, ଗୋଣ୍ଡିଆ, ନାଗପୁର, ୱାର୍ଧା, ଭୁଷାବଲ, ଜଲଗାଓଁ, ସୁରଟ, ଭଦୋଦରା, ଅହମ୍ମଦାବାଦ, ସାବରମତୀ ସହିତ ଅନ୍ୟାନ ଗୁରୁତ୍ୱପୂର୍ଣ୍ଣ ଷ୍ଟେସନରେ ପୁରୀ ଏବଂ ଆଜମୀର ମଧ୍ୟରେ ଉଭୟ ଦିଗରୁ ରହଣି କରିବ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଏମ ସମ୍ବଲପୁରର ୧୧ତମ ପ୍ରତିଷ୍ଠା ଦିବସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଉଦବୋଧନ

October 3, 2025

ବାଣପୁର ମା ଭଗବତୀଙ୍କ ଶାରଦୀୟ ପର୍ବ ଶେଷ, ଛଅ ଭଉଣୀଙ୍କୁ ମେଲାଣୀ ଦେଇ ବାପଘରକୁ ବାହୁଡ଼ିଲେ ମା’ 

October 3, 2025

ଆସୁଛି ବାତ୍ୟା ଶକ୍ତି, ପାଣିପାଗ ବିଭାଗ କରାଇଲା ସତର୍କ, ଜାଣନ୍ତୁ କେଉଁଠି ହେବ, କେବେ ହେବ

October 3, 2025

ମୁଖ୍ୟମନ୍ତ୍ରୀ ଆଜି ୨୫ ଲକ୍ଷ ମହିଳାଙ୍କୁ ପ୍ରଦାନ କଲେ ୨,୫୦୦ କୋଟି ଟଙ୍କା

October 3, 2025
Latest News

ଆଇଆଇଏମ ସମ୍ବଲପୁରର ୧୧ତମ ପ୍ରତିଷ୍ଠା ଦିବସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଉଦବୋଧନ

October 3, 2025

ବାଣପୁର ମା ଭଗବତୀଙ୍କ ଶାରଦୀୟ ପର୍ବ ଶେଷ, ଛଅ ଭଉଣୀଙ୍କୁ ମେଲାଣୀ ଦେଇ ବାପଘରକୁ ବାହୁଡ଼ିଲେ ମା’ 

October 3, 2025

ଆସୁଛି ବାତ୍ୟା ଶକ୍ତି, ପାଣିପାଗ ବିଭାଗ କରାଇଲା ସତର୍କ, ଜାଣନ୍ତୁ କେଉଁଠି ହେବ, କେବେ ହେବ

October 3, 2025

ମୁଖ୍ୟମନ୍ତ୍ରୀ ଆଜି ୨୫ ଲକ୍ଷ ମହିଳାଙ୍କୁ ପ୍ରଦାନ କଲେ ୨,୫୦୦ କୋଟି ଟଙ୍କା

October 3, 2025

ଦେଶରେ ଦୁଗ୍ଧ ବ୍ୟବସାୟ ୭୦ ପ୍ରତିଶତର ଅଦ୍ଭୁତ ଅଭିବୃଦ୍ଧି ଘଟିଛି, ଅମିତ ଶାହ

October 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.