Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧୦ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧୦ ଜଣ କରୋନା ଆକ୍ରାନ୍ତ

January 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ ୨୪, ବଲାଙ୍ଗୀରିରୁ ୨୩, ସୁନ୍ଦରଗଡରୁ ୨୩, କଟକରୁ ୧୭, ଖୋର୍ଦ୍ଧାରୁ ୧୬, ମୟୂରଭଞ୍ଜରୁ ୧୩, ଯାଜପୁରରୁ ୧୨, ବରଗଡରୁ ୧୦, ନୂଆପଡାରୁ ୧୦, ପୁରୀରୁ ୧୦, ଝାରସୁଗୁଡାରୁ ୯, ସମ୍ବଲପୁରରୁ ୯, କେନ୍ଦୁଝରରୁ ୬, କେନ୍ଦ୍ରାପଡାରୁ ୪, ଭଦ୍ରକରୁ ୩, ବାଲେଶ୍ବରରୁ ୨, ବୌଦ୍ଧରୁ ୨, ଦେବଗଡରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, ନୟାଗଡରୁ ୨, ସୋନପୁରରୁ ୨, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କୋରାପୁଟରୁ ୧ ଏବଂ ଷ୍ଟେଟପୁଲରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୮୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୭୬୩ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୮୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.