Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମକର ସଂକ୍ରାନ୍ତିରେ ଗୁଡି ଉଡାଇଲେ ଗୃହ ମନ୍ତ୍ରୀ ଅମିତ ସାହା, ଜଗନ୍ନାଥ ମନ୍ଦିରରେ କଲେ ପୂଜା ଅର୍ଚ୍ଚନା
ଆଜିର ଖବର

ମକର ସଂକ୍ରାନ୍ତିରେ ଗୁଡି ଉଡାଇଲେ ଗୃହ ମନ୍ତ୍ରୀ ଅମିତ ସାହା, ଜଗନ୍ନାଥ ମନ୍ଦିରରେ କଲେ ପୂଜା ଅର୍ଚ୍ଚନା

January 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ମକର ସଂକ୍ରାନ୍ତିରେ ଗୁଡି ଉଡାଇଲେ ଗୃହ ମନ୍ତ୍ରୀ ଅମିତ ସାହା, ଜଗନ୍ନାଥ ମନ୍ଦିରରେ କଲେ ପୂଜା ଅର୍ଚ୍ଚନା

ଅହମ୍ମଦାବାଦ, କେନ୍ଦ୍ର ଗୃହମନ୍ତ୍ରୀ ବର୍ତ୍ତମାନ ନିଜ ରାଜ୍ୟ ଗୁଜୁରାଟ ଗସ୍ତରେ ଅଛନ୍ତି। ମକର ସଂକ୍ରାନ୍ତି ଉପଲକ୍ଷେ ସେ ଅହମ୍ମଦାବାଦରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ସେ ଆଜି ସକାଳୁ ଶ୍ରୀଜଗନ୍ନାଥ ମନ୍ଦିରରେ ତିନିଠାକୁରଙ୍କୁ ଦର୍ଶନ କରିଛନ୍ତି। ଏଥିସହିତ ସେଠାରେ ସେ ମକର ସଂକ୍ରାନ୍ତି ଉପଲକ୍ଷେ ଗୋ ପୂଜା ମଧ୍ୟ କରିଛନ୍ତି। ଏଥିରେ ସେ ପରିବାର ସହ ଏହି ପୂଜାରେ ସାମିଲ ହୋଇଥିଲେ।

ସେହିପରି ମକର ସଂକ୍ରାନ୍ତିରେ ଗୁଡି ଉଡା ଏକ ପର୍ବ ଭାବରେ ରହିଆସିଛି। ସେହି ଗୁଡି ଉଡା କାର୍ଯ୍ୟକ୍ରମରେ ମଧ୍ୟ ଅମିତ ସାହା ଯୋଗ ଦେଇଥିଲେ। ଅହମ୍ମଦାବାଦର ତାଙ୍କର ଜଣେ ପୁରୁଣା ବନ୍ଧୁଙ୍କ ଘରକୁ ଯାଇ ଛାତରେ ଏହି ଗୁଡି ଉଡାଇଥିଲେ। ତାଙ୍କର ଗସ୍ତକୁ ନେଇ ଅହମ୍ମଦାବାଦରେ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି।

amit shah Makar Sankranti ମକର ସଂକ୍ରାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026
Latest News

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.