Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୫୯୦ ନୂଆ କରୋନା ପଜିଟିଭ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୫୯୦ ନୂଆ କରୋନା ପଜିଟିଭ ଚିହ୍ନଟ

January 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୫୯୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୯୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫ ଲକ୍ଷ ୨୭ ହଜାର ୬୮୩ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୯୧୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୬୨ ହଜାର ୭୩୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୧୩ ହଜାର ୨୭ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍‌ ପଜିଟିଭ ଚିହ୍ନଟ
Share. Facebook Twitter LinkedIn Email WhatsApp Copy Link

Related Posts

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026
Latest News

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026

BYD EV ଉପରେ ବଡ଼ ଅଫର ଉପଲବ୍ଧ: କମ ହେଲା EMI

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.