Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୧୫୮ ନୂଆ କରୋନା ପଜିଟିଭ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୧୫୮ ନୂଆ କରୋନା ପଜିଟିଭ ଚିହ୍ନଟ

January 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୧୫୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୭୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫ ଲକ୍ଷ ୪୨ ହଜାର ୮୪୧ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୯୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୭୯ ହଜାର ୭୧୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୧୧ ହଜାର ୩୩ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକାର H-1B ଭିସା ଫି ବୃଦ୍ଧି ଦ୍ୱାରା ଭାରତ ଲାଭବାନ ହେବ: ଅର୍ଥନୈତିକ ପରାମର୍ଶଦାତା

September 20, 2025

ପ୍ରସିଦ୍ଧ ଗାୟକ ଜୁବୀନ ଗର୍ଗଙ୍କ ଆକସ୍ମିକ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

September 20, 2025

ମାତ୍ର 2 ଘଣ୍ଟାରେ ମୁମ୍ବାଇରୁ ଅହମ୍ମଦାବାଦ ଯାତ୍ରା, କେବେ ଚାଲିବ ବୁଲେଟ୍ ଟ୍ରେନ୍?, କହିଲେ ରେଳମନ୍ତ୍ରୀ

September 20, 2025

ଓମାନ ବିପକ୍ଷରେ ବିଜୟ ପରେ ସୂର୍ଯ୍ୟଙ୍କ ବଡ଼ ବୟାନ: ପାକିସ୍ତାନକୁ କଲେ ଅଣଦେଖା

September 20, 2025
Latest News

ଆମେରିକାର H-1B ଭିସା ଫି ବୃଦ୍ଧି ଦ୍ୱାରା ଭାରତ ଲାଭବାନ ହେବ: ଅର୍ଥନୈତିକ ପରାମର୍ଶଦାତା

September 20, 2025

ପ୍ରସିଦ୍ଧ ଗାୟକ ଜୁବୀନ ଗର୍ଗଙ୍କ ଆକସ୍ମିକ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

September 20, 2025

ମାତ୍ର 2 ଘଣ୍ଟାରେ ମୁମ୍ବାଇରୁ ଅହମ୍ମଦାବାଦ ଯାତ୍ରା, କେବେ ଚାଲିବ ବୁଲେଟ୍ ଟ୍ରେନ୍?, କହିଲେ ରେଳମନ୍ତ୍ରୀ

September 20, 2025

ଓମାନ ବିପକ୍ଷରେ ବିଜୟ ପରେ ସୂର୍ଯ୍ୟଙ୍କ ବଡ଼ ବୟାନ: ପାକିସ୍ତାନକୁ କଲେ ଅଣଦେଖା

September 20, 2025

IIM CAT 2025: ଆବେଦନ କରିବାର ଆଜି ଶେଷ ସୁଯୋଗ, ଶୀଘ୍ର କରନ୍ତୁ ଫର୍ମ ପୂରଣ

September 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.