Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୧୫୮ ନୂଆ କରୋନା ପଜିଟିଭ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୧୫୮ ନୂଆ କରୋନା ପଜିଟିଭ ଚିହ୍ନଟ

January 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୧୫୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୭୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫ ଲକ୍ଷ ୪୨ ହଜାର ୮୪୧ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୯୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୭୯ ହଜାର ୭୧୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୧୧ ହଜାର ୩୩ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଅଗଷ୍ଟ ୨୮ ତାରିଖରେ ଏହି ରାଶି ଉପରେ ମା’ଲକ୍ଷ୍ମୀଙ୍କ ରହିଛି ଆଶୀର୍ବାଦ

August 28, 2026

କାନପୁରରେ ଟ୍ରେନିଂ ବିମାନ ଦୁର୍ଘଟଣା, ପାଇଲଟ୍‌-କୋ-ପାଇଲଟ୍‌ ମୃତ

August 28, 2026

ଗଞ୍ଜାମରେ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି : ୧,୩୭୧ ପରିବାର ପାଇଁ  ୭୫.୬୦ କୋଟିର ପ୍ୟାକେଜ ଘୋଷଣା

August 27, 2026

ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ

August 27, 2026
Latest News

ରାଶିଫଳ: ଅଗଷ୍ଟ ୨୮ ତାରିଖରେ ଏହି ରାଶି ଉପରେ ମା’ଲକ୍ଷ୍ମୀଙ୍କ ରହିଛି ଆଶୀର୍ବାଦ

August 28, 2026

କାନପୁରରେ ଟ୍ରେନିଂ ବିମାନ ଦୁର୍ଘଟଣା, ପାଇଲଟ୍‌-କୋ-ପାଇଲଟ୍‌ ମୃତ

August 28, 2026

ଗଞ୍ଜାମରେ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି : ୧,୩୭୧ ପରିବାର ପାଇଁ  ୭୫.୬୦ କୋଟିର ପ୍ୟାକେଜ ଘୋଷଣା

August 27, 2026

ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ

August 27, 2026

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.