Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

January 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୩ ଜଣ ଚିହ୍ନଟ ହୋଇଥିବାବେଳେ ୭୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୧୨୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୯ ହଜାର ୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୮୭  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୨ ଟି ଜିଲ୍ଲାରୁ ମୋଟ୍‌ ୧୭୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୦, ଅନୁଗୁଳରୁ ୪, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀରିରୁ ଜିଲ୍ଲାରୁ ୫,  କଟକରୁ ୪ ଜଣ, ଦେବଗଡ଼ରୁ ୨, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୩, ଯାଜପୁର ଜିଲ୍ଲାରୁ ୭, ଜଗତସିଂହପୁରରୁ ୨୩, କଳାହାଣ୍ଡିରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କୋରାପୁଟ ଜିଲ୍ଲାରୁ ୩, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ ଜଣ, ପୁରୀ ଜିଲ୍ଲାରୁ ୧୯ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁରରୁ ୨୪, ସୋନପୁର ଜିଲ୍ଲାରୁ ୨, ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ସେମିକନ୍‌ ଇଣ୍ଡିଆ ୨୦୨୫ର ଚତୁର୍ଥ ସଂସ୍କରଣକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 23, 2025

ମେଗା ଧାରାବାହିକ,’ସାଥୀ ସାତ ଜନ୍ମର’ ରେ ସମ୍ପର୍କର ଦୋଛକିରେ ଅର୍ଚ୍ଚନା

August 23, 2025

ଡ୍ରିମ୧୧ ସହିତ ବିସିସିଆଇର କୋଟି କୋଟି ଟଙ୍କାର ଚୁକ୍ତି ବର୍ବାଦ?: ଚିନ୍ତା ବଢାଇଲା ନୂଆ ଆଇନ

August 23, 2025

ସମନ୍ୱିତ ବିଶ୍ୱ ଆର୍ଥିକ ପ୍ରଯୁକ୍ତିବିଦ୍ୟା ସାମର୍ଥ୍ୟ ହବ୍’- ଭାରତନେତ୍ରର ଶୁଭାରମ୍ଭ

August 23, 2025
Latest News

ସେମିକନ୍‌ ଇଣ୍ଡିଆ ୨୦୨୫ର ଚତୁର୍ଥ ସଂସ୍କରଣକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 23, 2025

ମେଗା ଧାରାବାହିକ,’ସାଥୀ ସାତ ଜନ୍ମର’ ରେ ସମ୍ପର୍କର ଦୋଛକିରେ ଅର୍ଚ୍ଚନା

August 23, 2025

ଡ୍ରିମ୧୧ ସହିତ ବିସିସିଆଇର କୋଟି କୋଟି ଟଙ୍କାର ଚୁକ୍ତି ବର୍ବାଦ?: ଚିନ୍ତା ବଢାଇଲା ନୂଆ ଆଇନ

August 23, 2025

ସମନ୍ୱିତ ବିଶ୍ୱ ଆର୍ଥିକ ପ୍ରଯୁକ୍ତିବିଦ୍ୟା ସାମର୍ଥ୍ୟ ହବ୍’- ଭାରତନେତ୍ରର ଶୁଭାରମ୍ଭ

August 23, 2025

୨୦୨୬ ଏପ୍ରିଲ ୧ ରୁ ଲାଗୁ ହେବ ନୂଆ ଆୟକର ଆଇନ, ଗେଜେଟ ବିଜ୍ଞପ୍ତି ପ୍ରକାଶିତ

August 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.