Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ: ଚଳନ୍ତା ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା
ଆଜିର ଖବର

ବାଲୁଗାଁ: ଚଳନ୍ତା ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

January 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆଜି ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ରେଳ ଷ୍ଟେସନ ନିକଟରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି।

ସୂଚନା ମୁତାବକ ଚିଲିକା ବ୍ଲକ ଅଠରବାଟିଆ ପଞ୍ଚାୟତ ଅନ୍ତର୍ଗତ ବିଧାରପୁର ଗ୍ରାମର ମାଧବ ଚନ୍ଦ୍ର ସାହୁ(50) କିଛି ବର୍ଷ ହେବ ବାଲୁଗାଁ ଏନ.ଏ.ସି ର ଗୋବିନ୍ଦ ନଗରରେ ସପରିବାରେ ଭଡାଘରେ ରହୁଥିଲେ। ସେ ଡାକ ବିଭାଗ ଏବଂ ଏଲ.ଆଇ.ସି ରେ ଏଜେଣ୍ଟ ଭାବେ କାର୍ଯ୍ୟରତ ଥିବା ବେଳେ ଦୁଇ ଗୋଟି ଚାରି ଚକିଆ ଜାନ ଭଡ଼ାକୁ ମଧ୍ୟ ଲଗାଇଥିଲେ।

ତେବେ କୌଣସିକାରଣ ବଶତଃ ଆଜି ଅପରାହ୍ନରେ ବାଲୁଗାଁ ରେଳ ଷ୍ଟେସନର ଅନତିଦୁରରେ ଥିବା ରାଜୀବ ନଗର ଗେଟ ପାଖରେ ଦ୍ରୁତଗତିରେ ଆସୁଥିବା ଏକ ମାଲଵାହୀ ଟ୍ରେନ ଆଗରେ ଡେଇଁ ଆତ୍ମହତ୍ୟା କରିଥିଲେ।

ଖବର ପାଇ ବାଲୁଗାଁ ରେଳବାଇ ପୋଲିସ ଘଟଣାସ୍ଥଳରେ ପହଁଚି ଶବ ଜବତ କରି ତଦନ୍ତ ଜାରି ରଖିଛି। ତେବେ ମାନସିକ ଚିନ୍ତାଗ୍ରସ୍ତ ହୋଇ ସେ ଏପରି କରିଥାଇପାରନ୍ତି ବୋଲି ଅନୁମାନ କରାଯାଉଛି।

suicide train
Share. Facebook Twitter LinkedIn Email WhatsApp Copy Link

Related Posts

ଅପରେସନ ସାଇବର କବଚ: ୩୬୫ ଅଭିଯୁକ୍ତ ଗିରଫ

March 12, 2026

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

March 12, 2026

Crude Oil: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା ୧,୩୫,୩୩୫ ମେଟ୍ରିକ୍ ଟନ୍ ଅଶୋଧିତ ତେଲ

March 12, 2026

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026
Latest News

ଅପରେସନ ସାଇବର କବଚ: ୩୬୫ ଅଭିଯୁକ୍ତ ଗିରଫ

March 12, 2026

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

March 12, 2026

Crude Oil: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା ୧,୩୫,୩୩୫ ମେଟ୍ରିକ୍ ଟନ୍ ଅଶୋଧିତ ତେଲ

March 12, 2026

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.