Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୫୫ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୫୫ ଜଣ କରୋନା ଆକ୍ରାନ୍ତ

January 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୫୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଗଜପତି ଏବଂ ଖୋର୍ଦ୍ଧାରୁ ୨୩ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗୀରିରୁ ୧୯, ଅନୁଗୁଳରୁ ୧୬, ଝାରସୁଗୁଡାରୁ ୧୬, ସମ୍ବଲପୁରରୁ ୧୬, ବରଗଡରୁ ୧୫, କେନ୍ଦୁଝରରୁ ୧୩, ମୟୂରଭଞ୍ଜରୁ ୧୨, ଯାଜପୁରରୁ ୧୦, କଟକରୁ ୯, ପୁରୀରୁ ୯, କଳାହାଣ୍ଡିରୁ ୮, ମାଲକାନାଗିରିରୁ ୮, ସୁନ୍ଦରଗଡରୁ ୮, କୋରାପୁଟରୁ ୬, ରାୟଗଡ଼ାରୁ ୬, ଦେବଗଡ଼ରୁ ୫, କେନ୍ଦ୍ରାପଡ଼ାରୁ ୫, ନୂଆପଡ଼ାରୁ ୪, ବୌଦ୍ଧରୁ ୩, ଢେଙ୍କାନାଳରୁ ୩, ସୋନପୁରରୁ ୩, ବାଲେଶ୍ବରରୁ ୨, ଭଦ୍ରକରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୯ ହଜାର ୮୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୪୪୪ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୬୮୯ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026
Latest News

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ଭଲ ଖବର

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.