Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

January 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୨ ଜଣ ଚିହ୍ନଟ ହୋଇଥିବାବେଳେ ୫୦ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୫୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୯ ହଜାର ୮୦୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୮୧୦ ଜଣ।

ସେହିପରି ରାଜ୍ୟରୁ ଆଉ ଜଣେ କରୋନା ଆକ୍ରାନ୍ତ ଆଜି ମୃତ୍ୟୁବରଣ କରିଛନ୍ତି। ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୨ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୧୨୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୬, ଅନୁଗୁଳରୁ ୧୦, ବାଲେଶ୍ଵର ଜିଲ୍ଲାରୁ ୧ ଜଣ, ବରଗଡ଼ ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୫, ବଲାଙ୍ଗୀରିରୁ ଜିଲ୍ଲାରୁ ୨, କଟକରୁ ୩ ଜଣ, ଦେବଗଡ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୨, ଝାରସୁଗୁଡା ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, ନୂଆପଡ଼ା ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୧୭ ଜଣ, ସମ୍ବଲପୁରରୁ ୨୩, ସୋନପୁର ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲ୍‌ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ନୌତପା ସମୟରେ ନିଜର ଧ୍ୟାନ କିପରି ରଖିବେ, ଜାଣନ୍ତୁ

May 24, 2026

ଏଫଆଇଜି ତାସକେଣ୍ଟ ବିଶ୍ୱ ଚ୍ୟାଲେଞ୍ଜ କପ: ପ୍ରଣତି ନାୟକଙ୍କୁ ରୌପ୍ୟ ପଦକ

May 24, 2026

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026

‘ଦି ଭଏସ୍: କନକ୍ଲେଭ୍ ଅଫ୍ ଆଇଡିଆଜ୍’ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

May 24, 2026
Latest News

ନୌତପା ସମୟରେ ନିଜର ଧ୍ୟାନ କିପରି ରଖିବେ, ଜାଣନ୍ତୁ

May 24, 2026

ଏଫଆଇଜି ତାସକେଣ୍ଟ ବିଶ୍ୱ ଚ୍ୟାଲେଞ୍ଜ କପ: ପ୍ରଣତି ନାୟକଙ୍କୁ ରୌପ୍ୟ ପଦକ

May 24, 2026

CJP କୁ ନେଇ ପ୍ରଶାନ୍ତ କିଶୋର କଣ କହିଲେ

May 24, 2026

ଭିବି-ଜି ରାମ ଜି ଆଇନ କାର୍ଯ୍ୟାନ୍ୱୟନ ପାଇଁ ରାଜ୍ୟଗୁଡ଼ିକର ପ୍ରସ୍ତୁତି ସମୀକ୍ଷା କଲେ ଗ୍ରାମୀଣ ବିକାଶ ସଚିବ

May 24, 2026

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.