Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମୀକ୍ଷା ପ୍ରଭାବ: ଚିଲିକା ବ୍ଳକର ଚାଷୀ ପାଇଲେ ଧାନ ବିକ୍ରି ଟଙ୍କା
ଆଜିର ଖବର

ସମୀକ୍ଷା ପ୍ରଭାବ: ଚିଲିକା ବ୍ଳକର ଚାଷୀ ପାଇଲେ ଧାନ ବିକ୍ରି ଟଙ୍କା

January 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଧାନ ବିକ୍ରିର ୧୦ ଦିନ ପରେବି ଚାଷୀଙ୍କୁ ଟଙ୍କା ମିଳୁନଥିବା ଖବର ଗତକାଲି ‘ସମୀକ୍ଷା’ ରେ ପ୍ରକାଶିତ ହେବା ପରେ ଶୋଇଥିବା ଜିଲ୍ଲା ଯୋଗାଣ ବିଭାଗ ବର୍ତ୍ତମାନ ଚେଇଁ ଉଠିଛି।

ଚିଲିକା ବ୍ଳକ୍ ର ଜରିପଡ଼ା, ସୋରଣ, ନଈରି, ବିରିବାଡି, ଚଣ୍ଡେଶ୍ୱର ଆଦି ସେବା ସମବାୟ ସମିତିର ଶହ ଶହ ଚାଷୀ ଗତ ୧/୨ ତାରିଖରୁ ଧାନ ଦେଇ ୭ ତାରିଖରେ ଆଧାର ଭେରୀଫିକେସନ କରିଥିଲେ। କିନ୍ତୁ ଚାଷୀଙ୍କୁ ଧାନ ବିକ୍ରି ଟଙ୍କା ଗତକାଲି ପର୍ଯ୍ୟନ୍ତ ମିଳିପାରିନଥିଲା। ଏନେଇ ସମୀକ୍ଷାରେ ଗତକାଲି ଏକ ଖବର ପ୍ରକାଶିତ ହୋଇଥିଲା।

ତେବେ ଆଜି ଜିଲ୍ଲା ପ୍ରଶାସନ ଏକକାଳୀନ ଭାବେ ଶହ ଶହ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସେମାନଙ୍କ ପ୍ରାପ୍ୟ ଟଙ୍କା ପଠାଇଛି। ଜିଲ୍ଲା ଯୋଗାଣ ବିଭାଗ ଅଧିକାରୀ ଅନାଥ ଚରଣ ସ୍ୱାଇଁ ଏ ନେଇ ସୂଚନା ଦେଇଛନ୍ତି। ଏବଂ ଆସନ୍ତା ତିନି ଦିନ ଭିତରେ ସମସ୍ତ ଚାଷୀଙ୍କୁ ସେମାନଙ୍କ ବକେୟା ଅର୍ଥ ମିଳିଯିବ ବୋଲି ମଧ୍ୟ କହିଛନ୍ତି। ଅପରପକ୍ଷରେ ଚାଷୀମାନେ ନିଜର ପ୍ରାପ୍ୟ ପାଇଥିବାରୁ ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଚିଲିକା ବ୍ଳକ ବକେୟା ଅର୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ଲିଙ୍ଗରାଜ ମନ୍ଦିରରେ ସେବାୟତ ବିବାଦ: ରାତିରୁ ନୀତିକାନ୍ତି ବନ୍ଦ

September 18, 2026

ଭାରତୀୟ-ଆମେରିକୀୟ କଂଗ୍ରେସ ସଦସ୍ୟଙ୍କ ବିଶ୍ୱାସଘାତକତା!: ଶୁଳ୍କ ଲାଗୁ କରିବାକୁ ଦେଲେ ଭୋଟ୍

September 18, 2026

ମମତା ବାନାର୍ଜୀଙ୍କ ପରେ ଏବେ ନିର୍ବାଚନ କମିଶନଙ୍କ ନିକଟକୁ ନାମ ପଠାଇଲେ ରୀତବ୍ରତ ଗୋଷ୍ଠୀ

September 18, 2026

ଆଉ କିଛି ସମୟ ପରେ ଏସୀୟ କ୍ରୀଡ଼ାର କ୍ୱାର୍ଟରଫାଇନାଲ: ଜାପାନକୁ ଭେଟିବ ଟିମ୍ ଇଣ୍ଡିଆ

September 18, 2026
Latest News

ଲିଙ୍ଗରାଜ ମନ୍ଦିରରେ ସେବାୟତ ବିବାଦ: ରାତିରୁ ନୀତିକାନ୍ତି ବନ୍ଦ

September 18, 2026

ଭାରତୀୟ-ଆମେରିକୀୟ କଂଗ୍ରେସ ସଦସ୍ୟଙ୍କ ବିଶ୍ୱାସଘାତକତା!: ଶୁଳ୍କ ଲାଗୁ କରିବାକୁ ଦେଲେ ଭୋଟ୍

September 18, 2026

ମମତା ବାନାର୍ଜୀଙ୍କ ପରେ ଏବେ ନିର୍ବାଚନ କମିଶନଙ୍କ ନିକଟକୁ ନାମ ପଠାଇଲେ ରୀତବ୍ରତ ଗୋଷ୍ଠୀ

September 18, 2026

ଆଉ କିଛି ସମୟ ପରେ ଏସୀୟ କ୍ରୀଡ଼ାର କ୍ୱାର୍ଟରଫାଇନାଲ: ଜାପାନକୁ ଭେଟିବ ଟିମ୍ ଇଣ୍ଡିଆ

September 18, 2026

ପୁରୁଣା ରୂପା ଅଳଙ୍କାରକୁ ଦିଅନ୍ତୁ ନୂଆ ଲୁକ୍‌; ଜାଣନ୍ତୁ ସଫା କରିବାର ସହଜ ଉପାୟ

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.