Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୨୨୩ ନୂଆ କରୋନା ପଜିଟିଭ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୨୨୩ ନୂଆ କରୋନା ପଜିଟିଭ ଚିହ୍ନଟ

January 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୨୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୫୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୧୦ ହଜାର ୮୮୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୮୬୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨ ଲକ୍ଷ ୬୫ ହଜାର ୭୦୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୯୨ ହଜାର ୩୦୮  ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍‌ ପଜିଟିଭ ଚିହ୍ନଟ
Share. Facebook Twitter LinkedIn Email WhatsApp Copy Link

Related Posts

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026
Latest News

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026

ଚିଲିକା ମୁହାଣ ଖନନ ପାଇଁ ବିଶ୍ୱ ବ୍ୟାଙ୍କ ପ୍ରଦତ୍ତ ୧୨୫ କୋଟି ଟଙ୍କା କୁଆଡେ ଗଲା : ପ୍ରସାଦ ହରିଚନ୍ଦନ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.