Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୃଦ୍ଧି ପାଇଲା ନବୀନ ପଟ୍ଟନାୟକଙ୍କ ଟୁଇଟର ଫଲୋଅରସ ସଂଖ୍ୟା, ଜାଣନ୍ତୁ କେତେ
ଆଜିର ଖବର

ବୃଦ୍ଧି ପାଇଲା ନବୀନ ପଟ୍ଟନାୟକଙ୍କ ଟୁଇଟର ଫଲୋଅରସ ସଂଖ୍ୟା, ଜାଣନ୍ତୁ କେତେ

January 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟର ଆକାଉଣ୍ଟ ଫଲୋଅରସ ସଂଖ୍ୟା ବୃଦ୍ଧି ପାଇଛି। ଆଜି ଏହି ସଂଖ୍ୟା 3 ମିଲିୟନ ବା 30 ଲକ୍ଷରେ ପହଁଚିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟର ଆକାଉଣ୍ଟ 2015 ମସିହା ସେପ୍ଟେମ୍ବର ମାସରେ ଖୋଲାଯାଇଥିଲା। ପ୍ରଥମରୁ ଏହି ଆକାଉଣ୍ଟର ଫଲୋଅରସ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମାତ୍ର ଗୋଟିଏ ବର୍ଷ ମଧ୍ୟରେ ଏହା ପ୍ରାୟ 7 ଲକ୍ଷରେ ପହଁଚିଥିଲା।

ନବୀନ ପଟ୍ଟନାୟକଙ୍କ ଏହି ଆକାଣଣ୍ଟରେ ବିଭିନ୍ନ ସମୟରେ ସରକାରଙ୍କ ପଦକ୍ଷେପ ସହିତ ବିଭିନ୍ନ ନିଷ୍ପତି ପୋଷ୍ଟିଂ କରାଯାଇଥାଏ। ଯାହା ସାଧାରଣ ଜନତା ଜାଣିବାରେ ସହାୟକ ହୋଇଥାଏ। ସେଥିପାଇଁ ଗଣମାଧ୍ୟମ ବ୍ୟକ୍ତି ବିଶେଷ, ନେତା,ମନ୍ତ୍ରୀ ଏପରିକି ସାଧାରଣ ଜନତା ମଧ୍ୟ ନବୀନଙ୍କ ଟୁଇଟରକୁ ଫଲୋ କରିଥାନ୍ତି।

ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026
Latest News

ଆସନ୍ତାକାଲି ରାମ ନବମୀ: ମୋବାଇଲେ ମାଧ୍ୟମରେ ବନ୍ଧୁଙ୍କ ନିକଟକୁ ପଠାନ୍ତୁ ଏହି ଓଡିଆ ବାର୍ତ୍ତା

March 26, 2026

ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.