Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୫୪୫ ନୂଆ କରୋନା ପଜିଟିଭ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୫୪୫ ନୂଆ କରୋନା ପଜିଟିଭ ଚିହ୍ନଟ

January 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୫୪୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୬୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୨୫ ହଜାର ୪୨୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୩୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨ ଲକ୍ଷ ୮୩ ହଜାର ୭୦୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୮୮ ହଜାର ୬୮୮  ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍‌ ପଜିଟିଭ ଚିହ୍ନଟ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ଲିନିକାଲ୍ ଏଷ୍ଟାବ୍ଲିସମେଣ୍ଟ ଆଇନରେ ‘ଜନ ବିଶ୍ୱାସ’ ସଂସ୍କାର; ନିୟାମକ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ

June 25, 2026

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩-୨୪ ଘୋଷିତ : ପୁଷ୍କରା ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026

MI ପାଇଁ ଖେଳିବେ ପାକିସ୍ତାନର ମହମ୍ମଦ ଆମିର: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ମୁମ୍ବାଇ ଫ୍ରାଞ୍ଚାଇଜ୍ ର ଏହି ନିଷ୍ପତ୍ତି

June 25, 2026

କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ତରଫରୁ ମାଗଣା ସ୍ଵାସ୍ଥ୍ୟ ଶିବିର

June 25, 2026
Latest News

କ୍ଲିନିକାଲ୍ ଏଷ୍ଟାବ୍ଲିସମେଣ୍ଟ ଆଇନରେ ‘ଜନ ବିଶ୍ୱାସ’ ସଂସ୍କାର; ନିୟାମକ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ

June 25, 2026

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩-୨୪ ଘୋଷିତ : ପୁଷ୍କରା ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026

MI ପାଇଁ ଖେଳିବେ ପାକିସ୍ତାନର ମହମ୍ମଦ ଆମିର: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ମୁମ୍ବାଇ ଫ୍ରାଞ୍ଚାଇଜ୍ ର ଏହି ନିଷ୍ପତ୍ତି

June 25, 2026

କେ.ଏ.ଟି.ଏସ୍ ଆୟୁର୍ବେଦ କଲେଜ ତରଫରୁ ମାଗଣା ସ୍ଵାସ୍ଥ୍ୟ ଶିବିର

June 25, 2026

ରଣପୁର ମଣିନାଗ ପୀଠରେ ବୁଦ୍ଧିଜୀବୀ ସମ୍ମିଳନୀ: ଯୋଗଦେଲେ ବାଚସ୍ପତି

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.