Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଲାନିସ୍ବାମୀଙ୍କ ଉପରକୁ ଚପଲମାଡ
ଆଜିର ଖବର

ପଲାନିସ୍ବାମୀଙ୍କ ଉପରକୁ ଚପଲମାଡ

April 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
footwear thrown towards palanyswamy
footwear thrown towards palanyswamy

ତାମିଲନାଡୁର ତାଞ୍ଜାଭୋର ଠାରେ ସୋମବାର ଦିନ ଏକ ନିର୍ବାଚନୀ ପ୍ରଚାର ର‍ାଲି ବେଳେ ମୁଖ୍ୟମନ୍ତ୍ରୀ କେ. ପାଲାନିସ୍ୱାମୀଙ୍କ ଉପରକୁ ଚପଲ ମାଡ଼ କରାଯାଇଛି। ଚପଲ ଫିଙ୍ଗିଥିବା ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରକାଶ ଯେ ଅପ୍ରେଲ ୧୮ରେ ତାମିଲନାଡୁର ୩୯ ଲୋକସଭା ଆସନ ପାଇଁ ମତଦାନ ହେବ। ମଇ ୨୩ରେ ନିର୍ବାଚନୀ ଫଳ ପ୍ରକାଶ ପାଇବ। ଏଥିପାଇଁ ରାଜନୈତିକ ଦଳଗୁଡ଼ିକ ନିର୍ବାଚନୀ ପ୍ରଚାରକୁ ତ୍ୱରାନ୍ୱିତ କରିଛନ୍ତି। ଏ କ୍ରମରେ ସୋମବାର ନିର୍ବାଚନୀ ପ୍ରଚାର ପାଇଁ ତାଞ୍ଜାଭୋର ପହଞ୍ଚିଥିବା ମୁଖ୍ୟମନ୍ତ୍ରୀ କେ. ପାଲାନିସ୍ୱାମୀଙ୍କ ଉପରକୁ ଚପଲ ମାଡ଼ କରାଯାଇଥିଲା। ଚପଲଟି ଯାଇ ତାଙ୍କ କାର ଉପରେ ପଡିଥିଲା। ଏହାର ଏକ ଭିଡିଓ ଟ୍ୱିଟ୍‍ରରେ ଶେୟାର କରାଯାଇଛି। ପ୍ରକାଶଯୋଗ୍ୟ ଯେ ଏହା ପ୍ରଥମ ଘଟଣା ନୁହେଁ। ଏହା ପୂର୍ବରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଉପରକୁ ଚପଲ ପିଙ୍ଗା ସରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ଅନେକ ଯୋଜନା କରିଛନ୍ତି ସରକାର: କେନ୍ଦ୍ର ମନ୍ତ୍ରୀ

November 9, 2025

ଖୁବ ଶିଘ୍ର ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହେବ ମୁକ୍ତ ବାଣିଜ୍ୟ ଚୁକ୍ତିନାମା, ଶେଷ ହେଲା ଆଲୋଚନା

November 9, 2025

ନିର୍ବାଚନ ସମ୍ପର୍କିତ ଭ୍ରାନ୍ତିପୂର୍ଣ୍ଣ ସୂଚନା ପ୍ରସାର ନ କରିବା ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ

November 9, 2025

ରଥଯାତ୍ରା ସମୟରେ ଦଳାଚକଟା ଘଟଣା: ୭ ପୁଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ

November 9, 2025
Latest News

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ଅନେକ ଯୋଜନା କରିଛନ୍ତି ସରକାର: କେନ୍ଦ୍ର ମନ୍ତ୍ରୀ

November 9, 2025

ଖୁବ ଶିଘ୍ର ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହେବ ମୁକ୍ତ ବାଣିଜ୍ୟ ଚୁକ୍ତିନାମା, ଶେଷ ହେଲା ଆଲୋଚନା

November 9, 2025

ଆଜି ସରିବ ନୂଆପଡା ଉପନିର୍ବାଚନ ପ୍ରଚାର, ଅପରାହ୍ନ ସୁଦ୍ଧା ବାହାର ନେତାଙ୍କୁ ବାହାରିବାକୁ ନିର୍ଦ୍ଦେଶ

November 9, 2025

ନିର୍ବାଚନ ସମ୍ପର୍କିତ ଭ୍ରାନ୍ତିପୂର୍ଣ୍ଣ ସୂଚନା ପ୍ରସାର ନ କରିବା ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ

November 9, 2025

ରଥଯାତ୍ରା ସମୟରେ ଦଳାଚକଟା ଘଟଣା: ୭ ପୁଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.