Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଲାନିସ୍ବାମୀଙ୍କ ଉପରକୁ ଚପଲମାଡ
ଆଜିର ଖବର

ପଲାନିସ୍ବାମୀଙ୍କ ଉପରକୁ ଚପଲମାଡ

April 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
footwear thrown towards palanyswamy
footwear thrown towards palanyswamy

ତାମିଲନାଡୁର ତାଞ୍ଜାଭୋର ଠାରେ ସୋମବାର ଦିନ ଏକ ନିର୍ବାଚନୀ ପ୍ରଚାର ର‍ାଲି ବେଳେ ମୁଖ୍ୟମନ୍ତ୍ରୀ କେ. ପାଲାନିସ୍ୱାମୀଙ୍କ ଉପରକୁ ଚପଲ ମାଡ଼ କରାଯାଇଛି। ଚପଲ ଫିଙ୍ଗିଥିବା ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରକାଶ ଯେ ଅପ୍ରେଲ ୧୮ରେ ତାମିଲନାଡୁର ୩୯ ଲୋକସଭା ଆସନ ପାଇଁ ମତଦାନ ହେବ। ମଇ ୨୩ରେ ନିର୍ବାଚନୀ ଫଳ ପ୍ରକାଶ ପାଇବ। ଏଥିପାଇଁ ରାଜନୈତିକ ଦଳଗୁଡ଼ିକ ନିର୍ବାଚନୀ ପ୍ରଚାରକୁ ତ୍ୱରାନ୍ୱିତ କରିଛନ୍ତି। ଏ କ୍ରମରେ ସୋମବାର ନିର୍ବାଚନୀ ପ୍ରଚାର ପାଇଁ ତାଞ୍ଜାଭୋର ପହଞ୍ଚିଥିବା ମୁଖ୍ୟମନ୍ତ୍ରୀ କେ. ପାଲାନିସ୍ୱାମୀଙ୍କ ଉପରକୁ ଚପଲ ମାଡ଼ କରାଯାଇଥିଲା। ଚପଲଟି ଯାଇ ତାଙ୍କ କାର ଉପରେ ପଡିଥିଲା। ଏହାର ଏକ ଭିଡିଓ ଟ୍ୱିଟ୍‍ରରେ ଶେୟାର କରାଯାଇଛି। ପ୍ରକାଶଯୋଗ୍ୟ ଯେ ଏହା ପ୍ରଥମ ଘଟଣା ନୁହେଁ। ଏହା ପୂର୍ବରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଉପରକୁ ଚପଲ ପିଙ୍ଗା ସରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଜା ଫିଲ୍ମ ହଲରେ ମାରପିଟ୍

May 22, 2026

କେନ୍ଦ୍ର କ୍ୟାବିନେଟ ବୈଠକ : କମ୍ ସମୟରେ ଅଧିକ କାମ

May 22, 2026

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଗୁଇନ୍ଦା ସୂଚନା ସଂଗ୍ରହକୁ ସୁଦୃଢ଼ କରୁଛି ରେଳବାଇ: ଅଶ୍ୱିନୀ ବୈଷ୍ଣବ

May 21, 2026
Latest News

ମହାରାଜା ଫିଲ୍ମ ହଲରେ ମାରପିଟ୍

May 22, 2026

କେନ୍ଦ୍ର କ୍ୟାବିନେଟ ବୈଠକ : କମ୍ ସମୟରେ ଅଧିକ କାମ

May 22, 2026

ନିର୍ମାଣ ବିଭାଗର ସମୀକ୍ଷା : ଦୁର୍ନୀତିମୁକ୍ତ କାର୍ଯ୍ୟାନ୍ବୟନକୁ ଗୁରୁତ୍ବ

May 21, 2026

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଗୁଇନ୍ଦା ସୂଚନା ସଂଗ୍ରହକୁ ସୁଦୃଢ଼ କରୁଛି ରେଳବାଇ: ଅଶ୍ୱିନୀ ବୈଷ୍ଣବ

May 21, 2026

ଚାନ୍ଦପୁର ମଣ୍ଡଳ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ଶକ୍ତି ପଦଯାତ୍ରା

May 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.