Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୁମ୍ଭମେଳାକୁ ଦୃଷ୍ଟିରେ ରଖି ପୁରୀ ପାଇଁ ଘୋଷଣା ହେଲା ଏକ ନୂଆ ଟ୍ରେନ, ଜାଣନ୍ତୁ ସମୟ ଓ ଷ୍ଟେସନ
ଆଜିର ଖବର

କୁମ୍ଭମେଳାକୁ ଦୃଷ୍ଟିରେ ରଖି ପୁରୀ ପାଇଁ ଘୋଷଣା ହେଲା ଏକ ନୂଆ ଟ୍ରେନ, ଜାଣନ୍ତୁ ସମୟ ଓ ଷ୍ଟେସନ

January 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ହରିଦ୍ୱାରରେ ମହାକୁମ୍ଭ ମେଳା ସମୟରେ ପୁରୀ ଏବଂ ଯୋଗ ନଗରୀ ରିଷିକେଶ ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନିଆଯାଇଛି।

୦୮୪୭୭/୦୮୪୭୮ ପୁରୀ-ଯୋଗ ନଗରୀ ରିଷିକେଶ-ପୁରୀ ସ୍ପେଶାଲ ଟ୍ରେନ ୨୭ ଜାନୁୟାରୀରୁ ୩୦ ଏପ୍ରିଲ, ୨୦୨୧ ମଧ୍ୟରେ ପୁରୀରୁ ପ୍ରତିଦିନ ରାତ୍ର ୮ଘ.୪୫ମି.ରେ ଛାଡିବାକୁ ଥିବାବେଳେ ଏହା ୩୦ ଜାନୁୟାରୀରୁ ୩ ମଇ, ୨୦୨୧ ମଧ୍ୟରେ ରିଷିକେଶରୁ ଭୋର ୫ଘ.୩୫ମି.ରେ ଛାଡିବ।

ଏହି ଟ୍ରେନ୍ ପୁରୀ ଓ ଝାରସୁଗୁଡା ମଧ୍ୟରେ ଖୋର୍ଦ୍ଧା ରୋଡ଼, ଭୁବନେଶ୍ୱର, କଟକ, ଯାଜପୁର କେନ୍ଦୁଝର ରୋଡ଼, ଭଦ୍ରକ, ସୋରୋ, ବାଲେଶ୍ୱର, ହିଜଲି, ଚକୁଲିଆ, ଘଟଶୀଳା, ଟାଟାନଗର, ସିନି, ରାଜଖରସୁଆଁ, ଚକ୍ରଧରପୁର, ମନୋହରପୁର, ରାଉରକେଲା, ରାଜଗାଙ୍ଗପୁର ଷ୍ଟେସନ ଠାରେ ଏବଂ ରାଇଗଡ଼ ଓ ଋଷିକେଶ ମଧ୍ୟରେ ଉଭୟ ପାର୍ଶ୍ୱରୁ ଗୁରୁତ୍ୱପୂର୍ଣ ଷ୍ଟେସନ ଯଥା ବିଳାସପୁର, ଅନୁପପୁର, କାଟନି ମାରୱାରା, ଝାନ୍ସୀ, ଗ୍ୱାଲିଅର୍, ଆଗ୍ରା କାଣ୍ଟ, ମଥୁରା, ହଜରତ ନିଜାମୁଦ୍ଦିନ, ମିରଟ ସିଟି ଏବଂ ହରିଦ୍ୱାର ଷ୍ଟେସନ ମାନଙ୍କରେ ରହଣି କରିବ।

Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ ଜାରି: ୨୩ ଅଭିଯୁକ୍ତ ଗିରଫ

February 18, 2026

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026
Latest News

‘ଅପରେସନ ସାଇବର କବଚ’ ଜାରି: ୨୩ ଅଭିଯୁକ୍ତ ଗିରଫ

February 18, 2026

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.