Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୨୫୬ ନୂଆ କରୋନା ପଜିଟିଭ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୨୫୬ ନୂଆ କରୋନା ପଜିଟିଭ ଚିହ୍ନଟ

January 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୨୫୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୫୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୩୯ ହଜାର ୬୮୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୧୮୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୮୩୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୮୫ ହଜାର ୬୬୨  ଆକ୍ଟିଭ୍‌ କେସ୍ ରହିଛି।

କରୋନା ପଜିଟିଭ ଚିହ୍ନଟ
Share. Facebook Twitter LinkedIn Email WhatsApp Copy Link

Related Posts

ପିଏମ୍ ଜନ-ଧନ ଯୋଜନା: ସରକାରୀ ସହାୟତା ପାଉଥିବାରୁ ଖୁସି ବ୍ୟକ୍ତ କଲେ ହିତାଧିକାରୀ

January 15, 2026

ଏଆଇ-ଆଧାରିତ ଶିକ୍ଷା ସଂସ୍କାର ଉପରେ ଆଲୋଚନାଚକ୍ର

January 15, 2026

ଲୋକଭବନ ଉଦ୍ୟାନ ପରିଦର୍ଶନରେ ଆସିଥିବା ପିଲାମାନଙ୍କ ସହ ଖୁସି ବାଣ୍ଟିଲେ ରାଜ୍ୟପାଳ

January 15, 2026

ଭାରତୀୟ ନାଗରିକଙ୍କୁ ଇରାନ ଛାଡିବାକୁ ପରାମର୍ଶ ଦେଲା ଭାରତ: ହେଲ୍ପଲାଇନ୍ ନମ୍ବର ଜାରି

January 15, 2026
Latest News

ପିଏମ୍ ଜନ-ଧନ ଯୋଜନା: ସରକାରୀ ସହାୟତା ପାଉଥିବାରୁ ଖୁସି ବ୍ୟକ୍ତ କଲେ ହିତାଧିକାରୀ

January 15, 2026

ଏଆଇ-ଆଧାରିତ ଶିକ୍ଷା ସଂସ୍କାର ଉପରେ ଆଲୋଚନାଚକ୍ର

January 15, 2026

ଲୋକଭବନ ଉଦ୍ୟାନ ପରିଦର୍ଶନରେ ଆସିଥିବା ପିଲାମାନଙ୍କ ସହ ଖୁସି ବାଣ୍ଟିଲେ ରାଜ୍ୟପାଳ

January 15, 2026

ଭାରତୀୟ ନାଗରିକଙ୍କୁ ଇରାନ ଛାଡିବାକୁ ପରାମର୍ଶ ଦେଲା ଭାରତ: ହେଲ୍ପଲାଇନ୍ ନମ୍ବର ଜାରି

January 15, 2026

ଉଦଘାଟିତ ହେଲା ଅଟ୍ରି ମକର ମହୋତ୍ସବ

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.