Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୬ ଜଣ
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୬ ଜଣ

January 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୩୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୬୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ

August 6, 2026
Latest News

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026

ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.