Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୮୪୯ ନୂଆ କରୋନା ପଜିଟିଭ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୮୪୯ ନୂଆ କରୋନା ପଜିଟିଭ ଚିହ୍ନଟ

January 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୮୪୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୫୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୫୪ ହଜାର ୫୩୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୩୯୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୧୬ ହଜାର ୭୮୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୮୪ ହଜାର ୪୦୮  ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍‌ ପଜିଟିଭ ଚିହ୍ନଟ
Share. Facebook Twitter LinkedIn Email WhatsApp Copy Link

Related Posts

ଯଦି ଏବେ ନିର୍ବାଚନ ହୁଏ…,କିଏ ପିନ୍ଧିବ ମୁକୁଟ?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ସର୍ଭେ

August 28, 2026

ସୋନିଆ ଗାନ୍ଧୀଙ୍କ ପୁସ୍ତକ ପ୍ରକାଶ କରିବାକୁ ମନା କଲା ପେଙ୍ଗୁଇନ୍: ଜାଣନ୍ତୁ କାରଣ

August 28, 2026

ଦେବୀ ନଦୀ ପୋଲ ଉପରେ ସ୍କୁଟି ରଖି ନଦୀକୁ ଡେଇଁଲେ ଯୁବକ

August 28, 2026

ନେପାଳ ପ୍ରଳୟ : ଆଉ ତିନି ଓଡ଼ିଆ ନିଖୋଜ

August 28, 2026
Latest News

ଯଦି ଏବେ ନିର୍ବାଚନ ହୁଏ…,କିଏ ପିନ୍ଧିବ ମୁକୁଟ?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ସର୍ଭେ

August 28, 2026

ସୋନିଆ ଗାନ୍ଧୀଙ୍କ ପୁସ୍ତକ ପ୍ରକାଶ କରିବାକୁ ମନା କଲା ପେଙ୍ଗୁଇନ୍: ଜାଣନ୍ତୁ କାରଣ

August 28, 2026

ଦେବୀ ନଦୀ ପୋଲ ଉପରେ ସ୍କୁଟି ରଖି ନଦୀକୁ ଡେଇଁଲେ ଯୁବକ

August 28, 2026

ନେପାଳ ପ୍ରଳୟ : ଆଉ ତିନି ଓଡ଼ିଆ ନିଖୋଜ

August 28, 2026

ସମୂହ ଛୁଟିରେ ରେଭେନ୍ସା ଅଧ୍ୟାପକ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.