Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଡକ ସୁରକ୍ଷା ସଚେତନତା, କଳାହାଣ୍ଡି ପୋଲିସର ଅଭିନବ ପ୍ରୟାସ
ଆଜିର ଖବର

ସଡକ ସୁରକ୍ଷା ସଚେତନତା, କଳାହାଣ୍ଡି ପୋଲିସର ଅଭିନବ ପ୍ରୟାସ

January 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି: ସଡକ ସୁରକ୍ଷା ସପ୍ତାହ ପାଳନ ଅବସରରେ କଳାହାଣ୍ଡି ଜିଲ୍ଲାରେ ସମସ୍ତ ପୋଲିସ ଥାନା ପକ୍ଷରୁ ଜନ ସଚେତନତା କାର୍ଯ୍ୟକ୍ରମ ମାନ ଗ୍ରହଣ କରାଯାଇଛି। ପୋଲିସ ପକ୍ଷରୁ ସ୍ଥାନୀୟ ଅଂଚଳରେ ଜନସଚେତନତା ପାଇଁ ପ୍ଲାକାର୍ଡ ମାଧ୍ୟମରେ ତଥା ରାସ୍ତା ଉପରେ ଦୁଇ ଚକିଆ ଚାଲକଙ୍କୁ ହେଲମେଟ ଓ ଚାରିଚକିଆ ଚାଲକଙ୍କୁ ସିଟ ବେଲଟ ସଂପର୍କରେ ସଚେତନତା କରାଯାଇଛି।

ଜୁନାଗଡ ଥାନା ପକ୍ଷରୁ ଅଭିନବ ଉପାୟରେ ସହର ମଧ୍ୟରେ ଯାଇଥିବା ରାଜରାସ୍ତାରେ ହେଲମେଟ ପିନ୍ଧିଥିବା ବାଇକ ଚାଲକ ଓ ସିଟ ବେଲ୍ଟ ଲଗାଇ ଯାଉଥିବା ଗାଡି ଚାଲକଙ୍କୁ ଗୋଲାପ ଫୁଲ ଦେଇ ଅଭିନନ୍ଦନ କରାଯାଇଛି। ପୋଲିସ ବିଭାଗ ପକ୍ଷରୁ ଏଭଲି ପଦକ୍ଷେପ କୁ ଜନସାଧାରଣରେ ପ୍ରଶଂସା କରାଯାଇଛି।

ଜିଲ୍ଲାର ସହରାଂଚଳ ଭବାନୀପାଟନା, କେସିଙ୍ଗା, ଜୁନାଗଡ ତଥା ଧର୍ମଗଡ ସହର ରେ ସ୍ଥାନୀୟ ପୋଲିସ ପକ୍ଷରୁ ସଡକ ସୁରକ୍ଷା ଉପରେ ବ୍ୟାପକ ସଚେତନତା କରାଯାଇଥିବା ବେଳେ ଅନ୍ୟ ସମସ୍ତ ପୋଲିସ ଥାନା ଓ ଫାଣ୍ଡି ମାନଙ୍କରେ ମଧ୍ୟ ସ୍ଥାନୀୟ ଅଂଚଳରେ ସଚେତନତା କରାଯାଇଛି।

କଳାହାଣ୍ଡି ପୋଲିସ ସଡକ ସୁରକ୍ଷା ସପ୍ତାହ
Share. Facebook Twitter LinkedIn Email WhatsApp Copy Link

Related Posts

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Latest News

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.