Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିଶୁ ଓ ମହିଳାଙ୍କ ବିରୁଦ୍ଧରେ ଅପରାଧ ରୋକିବା ପାଇଁ ସ୍ବତନ୍ତ୍ର ଶାଖା: ୬୨ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁର ପ୍ରଦାନ
ଆଜିର ଖବର

ଶିଶୁ ଓ ମହିଳାଙ୍କ ବିରୁଦ୍ଧରେ ଅପରାଧ ରୋକିବା ପାଇଁ ସ୍ବତନ୍ତ୍ର ଶାଖା: ୬୨ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁର ପ୍ରଦାନ

January 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଶିଶୁ ଓ ମହିଳା ମାନଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛନ୍ତି। ମହିଳା ଓ ଶିଶୁ ମାନଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା ସେ ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥି ନିମନ୍ତେ ରାଜ୍ୟ ପୋଲିସରେ ଏକ ସ୍ବତନ୍ତ୍ର ଶାଖା ଖୋଲିବା ପାଇଁ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ ଆଜି ଏହି ସ୍ବତନ୍ତ୍ର ଶାଖା ପାଇଁ ୬୨ଟି ବିଭିନ୍ନ ପଦବୀ ମଂଜୁର କରିଛନ୍ତି। ଏଥିରେ ପୋଲିସ ବିଭାଗର ୬୦ଟି ପଦବୀ ସହିତ ସାଇବର ଫୋରେଂସିସ ଏବଂ ଆଇଟି ବିଶେଷଜ୍ଞ ପାଇଁ ୨ଟି ପଦବୀକୁ ମଧ୍ୟ ମଂଜୁର କରାଯାଇଛି। ଜଣେ ଆଇ.ଜି ପାହ୍ୟାର ଅଧିକାରୀଙ୍କ ନେତୃତ୍ବରେ ଏହି ଶାଖା ପରିଚାଳିତ ହେବ। ଏଥିରେ ଦୁଇ ଜଣ ଅତିରିକ୍ତ ଏସ୍.ପି, ୧୦ ଜଣ ଡ଼ି.ଏସ୍.ପି, ୯ ଜଣ ଇନ୍ସପେକ୍ଟର, ୧୦ ଜଣ ସବ୍ ଇନ୍ସପେକ୍ଟର, ୮ ଜଣ ଏ.ଏସ୍.ଆଇ ଓ ୧୪ ଜଣ କନେଷ୍ଟବଳଙ୍କୁ ନିୟୋଜିତ କରାଯିବ। ଏହା ସହିତ ୫ଜଣ ମିନିଷ୍ଟେରିଆଲ ଷ୍ଟାଫ  ପଦବୀକୁ ମଧ୍ୟ ମଂଜୁର କରାଯାଇଛି।

ଅପରାଧ
Share. Facebook Twitter LinkedIn Email WhatsApp Copy Link

Related Posts

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

February 1, 2026

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ଆଜି ଖୋଲିବ କି ସେୟାର ବଜାର?: ବଜେଟ୍ ଉପସ୍ଥାପନ ପୂର୍ବରୁ ଅଖିଳେଶ ଯାଦବଙ୍କ ତାଚ୍ଛଲ୍ୟ

February 1, 2026

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026
Latest News

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

February 1, 2026

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ଆଜି ଖୋଲିବ କି ସେୟାର ବଜାର?: ବଜେଟ୍ ଉପସ୍ଥାପନ ପୂର୍ବରୁ ଅଖିଳେଶ ଯାଦବଙ୍କ ତାଚ୍ଛଲ୍ୟ

February 1, 2026

ବଜେଟ୍ ପୂର୍ବରୁ ବଡ଼ ଝଟକା: ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ

February 1, 2026

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.