Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘୋଷଣା ହେଲା ପଦ୍ମଶ୍ରୀ, ଓଡିଶାରୁ ସୁଦର୍ଶନ ସାହୁଙ୍କୁ ପଦ୍ମ ବିଭୂଷଣ, ରଜତ କରଙ୍କ ସହ ଅନ୍ୟ ୪ଜଣଙ୍କୁ ପଦ୍ମଶ୍ରୀ
ଆଜିର ଖବର

ଘୋଷଣା ହେଲା ପଦ୍ମଶ୍ରୀ, ଓଡିଶାରୁ ସୁଦର୍ଶନ ସାହୁଙ୍କୁ ପଦ୍ମ ବିଭୂଷଣ, ରଜତ କରଙ୍କ ସହ ଅନ୍ୟ ୪ଜଣଙ୍କୁ ପଦ୍ମଶ୍ରୀ

January 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୨୦୨୧ ବର୍ଷ ପାଇଁ ପଦ୍ମ ପୁରଷ୍କାର ଘୋଷଣା ହୋଇଛି। ୭ ଜଣଙ୍କୁ ପଦ୍ମ ବିଭୂଷଣ ପୁରଷ୍କାର, ୧୦ ଜଣଙ୍କୁ ପଦ୍ମ ଭୂଷଣ ଏବଂ ୧୦୨ ଜଣଙ୍କୁ ପଦ୍ମଶ୍ରୀ ମିଳିବ। ଓଡିଆ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁଙ୍କୁ ପଦ୍ମ ବିଭୂଷଣ ପୁରସ୍କାର ପାଇଁ ମନୋନିତ ହୋଇଛନ୍ତି।

ସାହିତ୍ୟ ଓ ଶିକ୍ଷା ଲାଗି ଓଡିଆ ସାହିତ୍ୟିକ ରଜତ କୁମାର କର ଏବଂ  ନନ୍ଦ ପୃଷ୍ଟିଙ୍କୁ ପଦ୍ମଶ୍ରୀ ମିଳିବ। ସେହିପରି ସମାଜସେବା ଲାଗି ଶାନ୍ତି ଦେବୀ, କଳା ଲାଗି ପୂର୍ଣ୍ଣମାସୀ ଜାନିଙ୍କୁ ପଦ୍ମଶ୍ରୀ ମିଳିବ। ଔଷଧ ଲାଗି ଡଃ. କୃଷ୍ଣ ମୋହନ ପାଠୀଙ୍କୁ ମଧ୍ୟ ପଦ୍ମଶ୍ରୀ ପୁରଷ୍କାର ପାଇଁ ଘୋଷଣା କରାଯାଇଛି।

padmashree ରଜତ କର ସୁଦର୍ଶନ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ୱାଦଶ ଦିବସରେ ଶିକ୍ଷକ ସମାଜର ଅହୋରାତ୍ର ଧାରଣା

August 27, 2026

ଦାନବୀର: ଗ୍ରାମ ପଞ୍ଚାୟତର ଡିଜିଟାଲ୍ ଭିତ୍ତିଭୂମି ସୁଦୃଢ଼ ପାଇଁ ଜନସହଭାଗିତାକୁ ଆହ୍ୱାନ

August 27, 2026

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026

ମାଲଦା ମେଡିକାଲ କଲେଜରେ ଗୋଟିଏ ଦିନରେ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ

August 27, 2026
Latest News

ଦ୍ୱାଦଶ ଦିବସରେ ଶିକ୍ଷକ ସମାଜର ଅହୋରାତ୍ର ଧାରଣା

August 27, 2026

ଦାନବୀର: ଗ୍ରାମ ପଞ୍ଚାୟତର ଡିଜିଟାଲ୍ ଭିତ୍ତିଭୂମି ସୁଦୃଢ଼ ପାଇଁ ଜନସହଭାଗିତାକୁ ଆହ୍ୱାନ

August 27, 2026

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026

ମାଲଦା ମେଡିକାଲ କଲେଜରେ ଗୋଟିଏ ଦିନରେ ୧୦ ନବଜାତ ଶିଶୁଙ୍କ ମୃତ୍ୟୁ

August 27, 2026

ଆମେରିକାରେ ମୋହନ ଭାଗବତଙ୍କ କାର୍ଯ୍ୟକ୍ରମ ପୂର୍ବରୁ କାର୍ଯ୍ୟାନୁଷ୍ଠାନ: X ଆକାଉଣ୍ଟ ସସପେଣ୍ଡ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.