Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ୧୦  ହଜାର ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ୧୦  ହଜାର ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

January 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦  ହଜାର ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୧୦୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୧୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬ ଲକ୍ଷ ୭୬ ହଜାର ୮୩୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୫୮୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୪୫ ହଜାର ୯୮୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୭୭ ହଜାର ୨୬୬  ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍‌ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ ପ୍ରକଳ୍ପ

August 5, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ଫାଇଲ ଚୋରି ଘଟଣା: ଆସିଲା ବିଜେପି ର ପ୍ରତିକ୍ରିୟା

August 5, 2026

ବନ୍ଦେ ମାତରମ୍ ଉପରେ ବଡ଼ ବୟାନ ଦେଲେ ମହମ୍ମଦ ଶାମି: ଜାଣିଲେ ଆଶ୍ଚର୍ଯ୍ୟ ହେବେ

August 5, 2026

ଓଡ଼ିଶା ସରକାରଙ୍କ ଓୟୁଏଟି ପିଜି ଓ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ଘୋଷଣା

August 5, 2026
Latest News

ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ ପ୍ରକଳ୍ପ

August 5, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ଫାଇଲ ଚୋରି ଘଟଣା: ଆସିଲା ବିଜେପି ର ପ୍ରତିକ୍ରିୟା

August 5, 2026

ବନ୍ଦେ ମାତରମ୍ ଉପରେ ବଡ଼ ବୟାନ ଦେଲେ ମହମ୍ମଦ ଶାମି: ଜାଣିଲେ ଆଶ୍ଚର୍ଯ୍ୟ ହେବେ

August 5, 2026

ଓଡ଼ିଶା ସରକାରଙ୍କ ଓୟୁଏଟି ପିଜି ଓ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ଘୋଷଣା

August 5, 2026

୭୪ ବର୍ଷରେ ଚିରବିଦାୟ ନେଲେ ଅଭିନେତା ପ୍ରଦୀପ ରାୱତ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.