Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋରାପୁଟରେ ପାଳିତ ହେଲା ଜିଲ୍ଲା ସ୍ତରୀୟ ଗଣତନ୍ତ୍ର ଦିବସ, ଯୋଗଦେଲେ ମନ୍ତ୍ରୀ ପ୍ରେମାନନ୍ଦ ନାୟକ
ଆଜିର ଖବର

କୋରାପୁଟରେ ପାଳିତ ହେଲା ଜିଲ୍ଲା ସ୍ତରୀୟ ଗଣତନ୍ତ୍ର ଦିବସ, ଯୋଗଦେଲେ ମନ୍ତ୍ରୀ ପ୍ରେମାନନ୍ଦ ନାୟକ

January 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋରାପୁଟ, ୭୨ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ କୋରାପୁଟରେ ପାଳିତ ହୋଇଛି। ଏହି ସମାରୋହରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଥିସହିତ ଏକ ସମ୍ମିଳିତ ପାରଡରେ ଅଭିବାଦନ ଗ୍ରହଣ କରଥିଲେ।

ଏହି ପାରଡରେ ଜିଲ୍ଲା ପୋଲିସ ତରଫରୁ ଆୟୋଜିତ କରାଯାଇଥିଲା। ମନ୍ତ୍ରୀ ପତାକା ଉତ୍ତୋଳନ କରିବା ପାଇଁ ଗତକାଲି କୋରାପୁଟ ଗସ୍ତ କରିଥିଲେ। ସେଠାରେ ଜିଲ୍ଲା ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଥିଲେ। ଏଥିସହିତ ଏହି ଗଣତନ୍ତ୍ର ଉତ୍ସବରେ ଚିତାକର୍ଷକ କାର୍ଯ୍ୟକ୍ରମ ମଧ୍ୟ ପ୍ରସ୍ତୁତ କରାଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

୬୦ ଲକ୍ଷ ଲୋକଙ୍କ ଆକାଉଣ୍ଟରେ ୧୫୦୦ ଲେଖାଏଁ ଜମା କଲେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ

September 7, 2026

ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬ରେ ପରବର୍ତ୍ତୀ ତାରିଖ ଧାର୍ଯ୍ୟ

September 7, 2026

ମିଶିବ ଦଶମ ଓ ଦ୍ବାଦଶ; ଓଡ଼ିଆରେ ହେବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପାଠପଢ଼ା

September 7, 2026

ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀଙ୍କ ନାମ ପଞ୍ଜୀକରଣ

September 7, 2026
Latest News

୬୦ ଲକ୍ଷ ଲୋକଙ୍କ ଆକାଉଣ୍ଟରେ ୧୫୦୦ ଲେଖାଏଁ ଜମା କଲେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ

September 7, 2026

ଏବେ ଆଉ ୪୫ ଦିନ ଅପେକ୍ଷା କରିବାକୁ ପଡ଼ିବ ନାହିଁ: ଉଠିଲା ଗ୍ୟାସ ସିଲିଣ୍ଡର ବୁକ୍ କରିବାର କଟକଣା

September 7, 2026

ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬ରେ ପରବର୍ତ୍ତୀ ତାରିଖ ଧାର୍ଯ୍ୟ

September 7, 2026

ମିଶିବ ଦଶମ ଓ ଦ୍ବାଦଶ; ଓଡ଼ିଆରେ ହେବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପାଠପଢ଼ା

September 7, 2026

ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀଙ୍କ ନାମ ପଞ୍ଜୀକରଣ

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.