Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୮ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୮ ଜଣ କରୋନା ଆକ୍ରାନ୍ତ

January 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୯, ପୁରୀରୁ ୧୭, ସୁନ୍ଦରଗଡରୁ ୧୫, ନୂଆପଡ଼ାରୁ ୧୦, ବାଲେଶ୍ବରରୁ ୯, ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୫, ଜଗତସିଂହପୁରରୁ ୪, ବରଗଡରୁ ୩, ଯାଜପୁରରୁ ୩, ଝାରସୁଗୁଡାରୁ ୩, କଟକରୁ ୨, ଗଞ୍ଜାମରୁ ୨, ସୋନପୁରରୁ ୨, ଦେବଗଡରୁ ୧, ଗଜପତିରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୧ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୫୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୬୬୭ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୩୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 4, 2026

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026
Latest News

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 4, 2026

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.