Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୬୬୬ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୬୬୬ ଆକ୍ରାନ୍ତ ଚିହ୍ନଟ

January 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୬୬୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୨୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୭ ଲକ୍ଷ ୧ ହଜାର ୧୯୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୮୭୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୭୩ ହଜାର ୬୦୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୭୩ ହଜାର ୭୪୦  ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ନୋଟିସ ପରେ ତୁରନ୍ତ କରନ୍ତୁ PNG ସଂଯୋଗ ପାଇଁ ଆବେଦନ: ନଚେତ ବନ୍ଦ ହେବ LPG ଯୋଗାଣ

August 24, 2026

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026
Latest News

ନୋଟିସ ପରେ ତୁରନ୍ତ କରନ୍ତୁ PNG ସଂଯୋଗ ପାଇଁ ଆବେଦନ: ନଚେତ ବନ୍ଦ ହେବ LPG ଯୋଗାଣ

August 24, 2026

ଧୋନିଙ୍କ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ହେଲେ ସବୁଠାରୁ ସଫଳ ୱିକେଟକିପର

August 24, 2026

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.