Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୮୫୫ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୮୫୫ ଆକ୍ରାନ୍ତ ଚିହ୍ନଟ

January 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୮୫୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୬୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୭ ଲକ୍ଷ ୨୦ ହଜାର ୪୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୧୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୯୪ ହଜାର ୩୫୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୭୧ ହଜାର ୬୮୬  ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026

ଆଜି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା: ଜାଣନ୍ତୁ କେଉଁ ସମୟରେ ଆରମ୍ଭ ହେବ ରଥଟଣା?

March 26, 2026

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026

ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ

March 26, 2026
Latest News

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026

ଆଜି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା: ଜାଣନ୍ତୁ କେଉଁ ସମୟରେ ଆରମ୍ଭ ହେବ ରଥଟଣା?

March 26, 2026

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026

ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ

March 26, 2026

ସହକାରୀ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଚାବୁକ: ୫ ଟି ସ୍ଥାନରେ ଚଢାଉ ଜାରି

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.