Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରୁ ଇସ୍ତଫା ଦେଲେ ବିଧାୟକ: କେନ୍ଦ୍ର ସରକାର ଉପରେ ଆଣିଲେ ଏଭଳି ଅଭିଯୋଗ
ଆଜିର ଖବର

ବିଜେପିରୁ ଇସ୍ତଫା ଦେଲେ ବିଧାୟକ: କେନ୍ଦ୍ର ସରକାର ଉପରେ ଆଣିଲେ ଏଭଳି ଅଭିଯୋଗ

January 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହରିୟାଣା: କୃଷି ଆଇନକୁ ବିରୋଧ ହରିୟଣାର ବିଧାୟକ ବିଜେପିରୁ ଇସ୍ତଫା ଦେଇଛନ୍ତି। ବିଧାୟକ ରାମପାଳ ମାଜରା ବିଜେପିରୁ ଇସ୍ତଫା ଦେଇଛନ୍ତି। ସେ ୨୦୧୯ ନିର୍ବାଚନ ପୂର୍ବରୁ ଇଣ୍ଡିଆନ୍ ଜାତୀୟ ଲୋକ ଦଳ ଛାଡି ବିଜେପିରେ ସାମିଲ ହୋଇଥିଲେ। କଳାୟାତ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି।

ତେବେ ଟ୍ରାକ୍ଟର ରାଲି ସମୟରେ ହିଂସା ଘଟଣାକୁ ନିନ୍ଦା କରିବା ସହ ଏହା ଏକ ଷଡଯନ୍ତ୍ର ବୋଲି ରାମପାଳ କହିଛନ୍ତି। କ୍ଷମତାରେ ଥିବା ବ୍ୟକ୍ତିଙ୍କ ନିକଟର ଏହି ହିଂସାରେ ସମ୍ପୃକ୍ତ ବୋଲି ସେ କହିଛନ୍ତି। ଏଥିପାଇଁ ସରକାର ସୁରକ୍ଷା ବ୍ୟବସ୍ଥାରେ ଅସଫଳ ହୋଇଛି। ଏହା ସହିତ ବିଜେପି ଏହି ଆନ୍ଦୋଳନକୁ ଭଣ୍ଡୁର କରିବାପାଇଁ ପ୍ରୟାସ କରୁଛି ବୋଲି ସେ କହିଛନ୍ତି।

କେନ୍ଦ୍ର ସରକାର ବିଜେପିରୁ ଇସ୍ତଫା
Share. Facebook Twitter LinkedIn Email WhatsApp Copy Link

Related Posts

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026
Latest News

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.