Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୩ ହଜାର ୮୩ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୩ ହଜାର ୮୩ ଆକ୍ରାନ୍ତ ଚିହ୍ନଟ

January 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୮୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୩୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୭ ଲକ୍ଷ ୩୩ ହଜାର ୧୩୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୧୪୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪ ଲକ୍ଷ ୯ ହଜାର ୧୬୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୬୯ ହଜାର ୮୨୪  ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ପେମେଣ୍ଟସ୍ ବ୍ୟାଙ୍କ ପକ୍ଷରୁ ୟୁପିଆଇ-ଆଧାରିତ ନଗଦ ଉଠାଣ ସେବା ଆରମ୍ଭ

March 19, 2026

ଭାରତରେ ଚିନ୍ତା ବଢ଼ାଇଲା କତରର ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ: ଏବେ କ’ଣ ହେବ?

March 19, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026

ଆଡଟ୍ରଷ୍ଟ ସମ୍ମିଳନୀ ୨୦୨୬: ବିଜ୍ଞାପନ ଆଇନ ସଙ୍କଳନର ଶୁଭାରମ୍ଭ

March 19, 2026
Latest News

ଜିଓ ପେମେଣ୍ଟସ୍ ବ୍ୟାଙ୍କ ପକ୍ଷରୁ ୟୁପିଆଇ-ଆଧାରିତ ନଗଦ ଉଠାଣ ସେବା ଆରମ୍ଭ

March 19, 2026

ଭାରତରେ ଚିନ୍ତା ବଢ଼ାଇଲା କତରର ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ: ଏବେ କ’ଣ ହେବ?

March 19, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026

ଆଡଟ୍ରଷ୍ଟ ସମ୍ମିଳନୀ ୨୦୨୬: ବିଜ୍ଞାପନ ଆଇନ ସଙ୍କଳନର ଶୁଭାରମ୍ଭ

March 19, 2026

ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.