Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବସ ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ୭ ମୃତ୍ୟୁ, ୨୫ ରୁ ଉର୍ଦ୍ଧ୍ଵ ଆହାତ
ଆଜିର ଖବର

ବସ ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ୭ ମୃତ୍ୟୁ, ୨୫ ରୁ ଉର୍ଦ୍ଧ୍ଵ ଆହାତ

January 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁରାଦାବାଦ: ଉତ୍ତରପ୍ରଦେଶ ମୁରାଦାବାଦରେ ଏକ ବଧ ଧରଣର ଦୁର୍ଘଟଣା ଘଟିଯାଇଛି। ବସ ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ରୁ ଉର୍ଦ୍ଧ୍ଵ ଲୋକ ଆହତ ହୋଇଛନ୍ତି। ମୁରାଦାବାଦ-ଆଗ୍ରା ଜାତୀୟ ରାଜପଥରେ ଏହି ଦୁର୍ଘଟଣା ହୋଇଥିବା ଜଣାପଡିଛି। କୁହୁଡି କାରଣରୁ ଏଭଳି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।

ଜାନୁୟାରୀ ଅନ୍ତିମ ସମୟରେ ମଧ୍ୟ କୁହୁଡି ଏବଂ ଥଣ୍ଡା କମ ହେବାରେ ନାଁ ନେଉନାହିଁ। ଉତ୍ତର ଭାରତରେ ଶୀତଲହରି ଜାରି ରହିଛି। କୁହୁଡି ଯୋଗୁଁ ଭିଜିବିଲିଟି କମ ଥିବାରୁ ଟ୍ରେନ ଉପରେ ମଧ୍ୟ ଏହାର ପ୍ରଭାବ ପଡୁଛି। ଏଠାରେ ତାପମାତ୍ରା ସାମାନ୍ୟ ଠାରୁ କମ ତାପାମାତ୍ରା ରେକର୍ଡ ହୋଇଛି।

ଦୁର୍ଘଟଣା ମୁହାଁମୁହିଁ ଧକ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026
Latest News

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.