Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୯ ଜଣ
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୯ ଜଣ

January 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନ ରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୬୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 4, 2026
Latest News

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.