
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ସମ୍ବଲପୁରରୁ ୧୬, ପୁରୀରୁ ୧୫, ସୁନ୍ଦଗଡରୁ ୧୪, ବାଲେଶ୍ବରରୁ ୧୧, , ବରଗଡରୁ ୯, କଟକରୁ ୯, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୮, ଯାଜପୁରରୁ ୮, ଜଗତସିଂହପୁରରୁ ୬, ନୂଆପଡ଼ାରୁ ୬, ବଲାଙ୍ଗୀରିରୁ ୫, ଝାରସୁଗୁଡାରୁ ୪, ନବରଂଗପୁରରୁ ୪, ଅନୁଗୁଳରୁ ୪, ଗଞ୍ଜାମରୁ ୩, ମୟୂରଭଞ୍ଜରୁ ୩, କଳାହାଣ୍ଡିରୁ ୨, ଦେବଗଡ଼ରୁ ୧, କେନ୍ଦ୍ରାପଡାରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୧୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୨ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।