Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୪୨୭ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୧ ହଜାର ୪୨୭ ଆକ୍ରାନ୍ତ ଚିହ୍ନଟ

February 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୪୨୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୧୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୭ ଲକ୍ଷ ୫୭ ହଜାର ୬୧୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୩୯୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪ ଲକ୍ଷ ୩୪ ହଜାର ୯୮୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୬୮ ହଜାର ୨୩୫  ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଆଠ ଟିଏମସି ସାଂସଦଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ: ଗୃହ ମନ୍ତ୍ରଣାଳୟ ବାହାରେ କରୁଥିଲେ ପ୍ରତିବାଦ

January 9, 2026

ଆଜିଠୁ WPL 2026 ର ଉଦଘାଟନୀ ଉତ୍ସବ: ଜାଣନ୍ତୁ କେବେ ଏବଂ କେଉଁଥିରେ ଦେଖିବେ ମ୍ୟାଚ

January 9, 2026

ବୋମା ଧମକ ମିଛ: ଏସଓପି ଜାରି କରିବାକୁ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

January 9, 2026

ଆନ୍ତର୍ଜାତୀୟ ମାନୁଆଲ୍ ଥେରାପି ସମ୍ମିଳନୀ ଉଦଘାଟିତ

January 9, 2026
Latest News

ଆଠ ଟିଏମସି ସାଂସଦଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ: ଗୃହ ମନ୍ତ୍ରଣାଳୟ ବାହାରେ କରୁଥିଲେ ପ୍ରତିବାଦ

January 9, 2026

ଆଜିଠୁ WPL 2026 ର ଉଦଘାଟନୀ ଉତ୍ସବ: ଜାଣନ୍ତୁ କେବେ ଏବଂ କେଉଁଥିରେ ଦେଖିବେ ମ୍ୟାଚ

January 9, 2026

ବୋମା ଧମକ ମିଛ: ଏସଓପି ଜାରି କରିବାକୁ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

January 9, 2026

ଆନ୍ତର୍ଜାତୀୟ ମାନୁଆଲ୍ ଥେରାପି ସମ୍ମିଳନୀ ଉଦଘାଟିତ

January 9, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ଉପହାର ସାମଗ୍ରୀ ଯୋଗାଇବେ ସରକାର

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.