Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀରେ ବିଜେଡ଼ିର ମିଶ୍ରଣ ପର୍ବ
ଆଜିର ଖବର

ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀରେ ବିଜେଡ଼ିର ମିଶ୍ରଣ ପର୍ବ

February 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗଂଜାମ ଜିଲ୍ଲା ବିଜେଡ଼ି ଅଫିସରେ ମିଶ୍ରଣ ପର୍ବ ଆଜି ଅପରାହ୍ନ ୪ ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କୁମ୍ଭାରି ପଞ୍ଚାୟତର ପ୍ରାୟ ୮୦ ଜଣ କଂଗ୍ରେସ କର୍ମୀ ଓ ସମିତିସଭ୍ୟ ସୀମାଞ୍ଚଳ ଗୌଡ଼, ଲଳିତ ମୋହନ ମହାପାତ୍ରଙ୍କ ନେତୃତ୍ୱରେ କଂଗ୍ରେସ ଦଳ ଏବଂ କୁକୁଡ଼ାଖଣ୍ଡି ବ୍ଲକ୍ ନିମଖଣ୍ଡି ସମିତିସଭ୍ୟା ଜ୍ୟୋତ୍ସ୍ନା ସାହୁ ବିଜେପି ପରିତ୍ୟାଗ କରି ବିଜେଡ଼ିରେ ଯୋଗ ଦେଇଛନ୍ତି।

ଏଥିରେ ସମ୍ମାନିତ ଅତିଥି ରୂପେ ଜିଲ୍ଲା ବିଜେଡ଼ି ସଭାପତି ଡା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ରାଜ୍ୟ ସଂପାଦକ ସୁବାସ ଚନ୍ଦ୍ର ମହାରଣା, ସଂପାଦିକା ସଂଘମିତ୍ରା ଦଳେଇ ଉପସ୍ଥିତ ରହି ନୂତନ ଭାବେ ଯୋଗଦେଇଥିବା ସଦସ୍ୟଙ୍କୁ ସ୍ୱାଗତ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଜଗନ୍ନାଥ ସାବତ, ସଂଜିତ କୁମାର ପାଣିଗ୍ରାହୀ, ଟି. ତୁରପତି ପାତ୍ର, ପୂର୍ବତନ ମେୟର କେ. ମାଧବୀ, ମମତା ବିଷୋୟୀ, ଟି. ଗୋପୀ, ଚନ୍ଦ୍ରମୋହନ ସାହୁ, ଫାୟାଜ ଖାଁ, ଉଜ୍ଜଳ ପାଢ଼ୀ, ପ୍ରଦୀପ କୁମାର ବେହେରା, ପ୍ରମୋଦ କୁମାର ମହାରଣା ପ୍ରମୁଖ ଉପସ୍ଥିତ ରହିଥିଲେ।

ବିଜେଡି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026

ରେଳ ସୁରକ୍ଷା ଓ ନିରାପତ୍ତାକୁ ଆହୁରି ସୁଦୃଢ଼ କଲା ପୂର୍ବତଟ ରେଳପଥ

June 30, 2026
Latest News

ଏଫସିଆରଏ ୨.୦ ପୋର୍ଟାଲ ଏବଂ ଇ-ଓସିଆଇ କାର୍ଡର ଶୁଭାରମ୍ଭ କଲେ ଅମିତ ଶାହ

July 1, 2026

ଆଜି ଜୁଲାଇ ୧ ତାରିଖ ବୁଧବାର ଦିନ ଏହି ରାଶିର ବ୍ୟକ୍ତିମାନେ ପାଇବେ ଶୁଭ ଖବର

July 1, 2026

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.