Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସର ଇସ୍ତାହାର ଘୋଷଣା ; ‘ଜନଆଓ୍ବାଜ୍‌’ରେ ବେରୋଜଗାର, ଚାଷୀ ସମସ୍ୟାକୁ ଗୁରୁତ୍ବ
ଆଜିର ଖବର

କଂଗ୍ରେସର ଇସ୍ତାହାର ଘୋଷଣା ; ‘ଜନଆଓ୍ବାଜ୍‌’ରେ ବେରୋଜଗାର, ଚାଷୀ ସମସ୍ୟାକୁ ଗୁରୁତ୍ବ

April 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
congress releases manefesto for general election
congress releases manefesto for general election

୨୦୧୯ ଲୋକସଭା ନିର୍ବାଚନ ପାଇଁ କଂଗ୍ରେସର ଇସ୍ତାହାର ’ଜନ ଆଓ୍ବାଜ’ ଘୋଷଣା କରାଯାଇଛି। ଦାରିଦ୍ର୍ୟ ବିରୁଦ୍ଧରେ ଯୁଦ୍ଧ, କୃଷି ପାଇଁ ସ୍ବତନ୍ତ୍ର ବଜେଟ, ମନରେଗା କାର୍ଯ୍ୟ ଦିବସ ବୃଦ୍ଧି ଆଦି ୫ଟି ବିଷୟକୁ ଏଥିରେ ଗୁରୁତ୍ବ ପ୍ରଦାନ କରାଯାଇଛି। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ  ଦଳର ଇସ୍ତାହାର ଘୋଷଣା କରିଛନ୍ତି। ପୂର୍ବ ଘୋଷଣା ଅନୁଯାୟୀ  ’ନ୍ୟାୟ’ ଯୋଜନାରେ ଗରିବଙ୍କୁ ପ୍ରତିବର୍ଷ ୭୨ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ ବୋଲି ଇସ୍ତାହାରରେ ଘୋଷଣା କରାଯାଇଛି। ବେକାରଙ୍କୁ ନିଯୁକ୍ତି ପ୍ରଦାନ ତଥା ଯୁବକଙ୍କୁ ରୋଜଗାର କାର୍ଯ୍ୟକ୍ରମ ଅଧୀନରେ ୨୦୨୨ ସୁଦ୍ଧା ୨୨ଲକ୍ଷ ନିଯୁକ୍ତି ଦେବାକୁ ପ୍ରତିଶୃତି ଦିଆଯାଇଛି। ସେହିପରି ମନରେଗା ଅଧିନରେ ବର୍ଷକୁ ୧୫୦ ଦିନର କର୍ମ ନିଯୁକ୍ତି ଯୋଗାଇ ଦିଆଯିବ ବୋଲି ଘୋଷଣା କରାଯାଇଛି। ଏହା ଦ୍ୱାରା ଦେଶର ଅସଂଖ୍ୟ ଗରିବ, ଖଟିଖିଆ, ଚାଷୀ ମୁଲିଆ ଉପକୃତ ହୋଇପାରିବେ ବୋଲି କଂଗ୍ରେସ କହିଛି। ଏହି ଘୋଷଣା ଅବସରରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ପ୍ରମୁଖ ଉପସ୍ଥିତ ଥିଲେ।

Congress manefesto release thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.