Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୮ ହଜାର ୬୩୫ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୮ ହଜାର ୬୩୫ ଆକ୍ରାନ୍ତ ଚିହ୍ନଟ

February 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୬୩୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୯୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୭ ଲକ୍ଷ ୬୬ ହଜାର ୨୪୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୪୮୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪ ଲକ୍ଷ ୪୮ ହଜାର ୪୦୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୬୩ ହଜାର ୩୫୩  ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୭୩୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ

June 20, 2026
Latest News

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.