Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୬୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୬୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

February 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬ ଜଣ ଚିହ୍ନଟ ହୋଇଥିବାବେଳେ ୨୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୨୩୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୭ ଟି ଜିଲ୍ଲାରୁ ମୋଟ୍‌ ୬୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲା, ପୁରୀ ଜିଲ୍ଲା ଏବଂ ସୁନ୍ଦରଗଡ ଜିଲ୍ଲାରୁ ୮ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୨, ରାୟଗଡା ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୬, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ଅଫ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026
Latest News

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ଦୁବାଇରେ ଓଡ଼ିଆ ଯୁବକ ନିଖୋଜ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

February 4, 2026

ଭୁବନେଶ୍ବର ଲ୍ୟାଣ୍ଡମାର୍କ ଫେଜ୍-୨ର ବିଶେଷ କାର୍ଯ୍ୟକ୍ରମ ଗ୍ରୀନ୍ ଗାର୍ଡେନ୍ ଗେଟ-ଟୁଗେଦର

February 4, 2026

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.