Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେତାଜୀ ବସ୍ ଟର୍ମିନାଲ ନିର୍ମାଣ ପ୍ରସଙ୍ଗ: ଓଡିଶା ଉଚ୍ଚ ନ୍ୟାୟଳୟଙ୍କ ପକ୍ଷରୁ ସରକାରକୁ ଝଟକା
ଆଜିର ଖବର

ନେତାଜୀ ବସ୍ ଟର୍ମିନାଲ ନିର୍ମାଣ ପ୍ରସଙ୍ଗ: ଓଡିଶା ଉଚ୍ଚ ନ୍ୟାୟଳୟଙ୍କ ପକ୍ଷରୁ ସରକାରକୁ ଝଟକା

February 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଖାନନଗର ନେତାଜୀ ବସ ଟର୍ମିନାଲ ନିର୍ମାଣ ପ୍ରସଙ୍ଗରେ ସରକାରଙ୍କୁ ଝଟକା ଲାଗିଛି। ନେତାଜୀ ବସ ଟର୍ମିନାଲ ନିର୍ମାଣ କାର୍ଯ୍ୟରେ ଉଚ୍ଚ ନ୍ୟାୟଳୟ ଅଙ୍କୁଶ ଲଗାଇଛନ୍ତି। ଏହି ବସ ଟର୍ମିନାଲ ନିର୍ମାଣ ପାଇଁ ରାଜ୍ୟ ସରକାର ୧୧ ଏକର ଜମି ଚିହ୍ନଟ କରିଥିଲେ। ହେଲେ ଏହି ୧୧ ଏକର ଜମିରୁ କିଛି ଅଂଶ ମନ୍ଦିର ଜମି ଅଛି ବୋଲି ଅଭିଯୋଗ ହୋଇଥିଲା। ତେବେ ଏନେଇ ଆଜି ଉଚ୍ଚନ୍ୟାଳୟ ଏହାର ଶୁଣାଣି କରିଛନ୍ତି। ଚିହ୍ନଟ ହୋଇଥିବା ୧୧ ଏକର ଜମି ମଧ୍ୟରୁ ମନ୍ଦିରର ୩ ଏକର ଜମି ଅଛି ବୋଲି ଉଚ୍ଚ ନ୍ୟାୟଳୟ ସ୍ପଷ୍ଟ କରିଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଅତ୍ୟାଧୁନିକ ବସ ଟର୍ମିନାଲ ପାଇଁ ଶୁଭ ଉଦଘାଟନ କରିଥିଲେ। କଟକର ଖାନନଗର ଠାରେ ଏହି ଅତ୍ୟାଧୁନିକ ବସ ଟର୍ମିନାଲ ନେତାଜୀଙ୍କ ନାମରେ ନାମିତ ହୋଇଥିଲା। ଏଥିରେ ୬୫ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଘୋଷଣା ମଧ୍ୟ କରାଯାଇଥିଲା।

ଉଚ୍ଚ ନ୍ୟାୟଳୟ ନେତାଜୀ ବସ ଟର୍ମିନାଲ ସରକାରକୁ ଝଟକା
Share. Facebook Twitter LinkedIn Email WhatsApp Copy Link

Related Posts

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026
Latest News

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.