Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

February 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ୮ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୮୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026
Latest News

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.